Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଲେ ଅଜିତ ଡୋଭାଲ, ଜାଣନ୍ତୁ କ’ଣ ହେଲା ଆଲୋଚନା?
ଅନ୍ତରାଷ୍ଟ୍ରୀୟ

ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଲେ ଅଜିତ ଡୋଭାଲ, ଜାଣନ୍ତୁ କ’ଣ ହେଲା ଆଲୋଚନା?

February 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡୋଭାଲ
ଭାଙ୍ଗିବ 'ଖଲିସ୍ତାନର ଅଣ୍ଟା': ଡୋଭାଲଙ୍କ ଗସ୍ତ ପରେ SFJକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା କାନାଡା

ନୂଆଦିଲ୍ଲୀ: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଆଜି ମସ୍କୋରେ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟି ତାଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏହି ସୂଚନା ଋଷର ଭାରତରେ ଥିବା ଦୂତାବାସ ଦ୍ୱାରା ଟ୍ୱିଟ୍ କରାଯାଇଛି।

ଭାରତରେ ଋଷର ଦୂତାବାସର ଏକ ଟୁଇଟ୍‌ରେ କୁହାଯାଇଛି ଯେ, ଏନଏସଏ ଅଜିତ ଡୋଭାଲ ରାଷ୍ଟ୍ରପତି ପୁଟିନଙ୍କୁ ଭେଟିଛନ୍ତି। ଏହି ଟୁଇଟ୍‌ରେ କୁହାଯାଇଛି, “ବିଭିନ୍ନ ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ଭାରତ-ଋଷର ରଣନୀତିକ ଭାଗିଦାରୀକୁ କାର୍ଯ୍ୟକାରୀ କରିବା ଦିଗରେ କାର୍ଯ୍ୟ ଜାରି ରଖିବାକୁ ସହମତ ହୋଇଥିଲା।

ବାସ୍ତବରେ ଡୋଭାଲ ବୁଧବାର ଦୁଇ ଦିନିଆ ଋଷ ଗସ୍ତରେ ଯାଇଥିଲେ। ଏହି ସମୟରେ, NSA ଅଜିତ ଡୋଭାଲ ଏବଂ ଋଷର ରାଷ୍ଟ୍ରପତିଙ୍କ ମଧ୍ୟରେ ଆଲୋଚନା ବେଳେ ଦୁଇ ଦେଶ ମଧ୍ୟରେ ରଣନୀତିକ ଭାଗିଦାରୀ କାର୍ଯ୍ୟକାରୀ କରିବା ଦିଗରେ କାର୍ଯ୍ୟ ଜାରି ରଖିବାକୁ ସହମତି ପ୍ରକାଶ ପାଇଛି। ରୁଷିଆକୁ NSA ର ଏହି ଗସ୍ତ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ଏହି ଦେଶ ଗସ୍ତର ତିନି ମାସ ପରେ ଅନୁଷ୍ଠିତ ହେଉଛି।

nsa ଅଜିତ ଡୋଭାଲ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ
Share. Facebook Twitter LinkedIn Email WhatsApp Copy Link

Related Posts

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026
Latest News

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.