Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନରେ ପୁଣି ଭାଙ୍ଗିବ କି ସରକାର? ଦାଦା ଶେହବାଜ ବିରୋଧରେ ମୋର୍ଚ୍ଚା ଖୋଲିଲେ ମରିୟମ ନୱାଜ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନରେ ପୁଣି ଭାଙ୍ଗିବ କି ସରକାର? ଦାଦା ଶେହବାଜ ବିରୋଧରେ ମୋର୍ଚ୍ଚା ଖୋଲିଲେ ମରିୟମ ନୱାଜ

February 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହେଉଥିବା ପାକିସ୍ତାନରେ ସରକାର ପୁଣି ଥରେ ଭାଙ୍ଗିବାର ସମ୍ଭାବନା ରହିଛି। ସରିଫ ପରିବାରରେ ଏକ ବଡ଼ ମତଭେଦ ଥିବା ଜଣାପଡିଛି। ଶରିଫ ପରିବାରର ଶାସକ ଦଳ ପିଏମଏଲ (ଏନ) ରେ ବିଭାଜନ ପୁଣି ଥରେ ଦେଶରେ ରାଜନୈତିକ ସଙ୍କଟ ସୃଷ୍ଟି କରିପାରେ। ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ନିଜ ଦାଦା ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି।

ବଢୁଥିବା ମୁଦ୍ରାସ୍ଫୀତିର ସମ୍ମୁଖୀନ ହେଉଥିବା ଶାହବାଜ ସରିଫଙ୍କୁ ଏବେ ତାଙ୍କ ସରକାରକୁ ବଞ୍ଚାଇବା ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ରହିଛି। ବର୍ତ୍ତମାନର ସରକାରଠାରୁ ନିଜକୁ ଅଲଗା କରିବାକୁ ମରିୟମ ନୱାଜ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନର ସରକାର PML (N) ର ନୁହଁନ୍ତି। ସେ କହିଛନ୍ତି ଯେ ଆମ ସରକାର ସେତେବେଳେ ଗଠନ ହେବ, ଯେତେବେଳେ ନୱାଜ ସରିଫ ପାକିସ୍ତାନରେ ରହିବେ।

ପିଏମଏଲ (ଏନ) ଭିତରେ ଚର୍ଚ୍ଚା ହେଉଛି ଯେ, ମରିୟମ ନୱାଜ ନିଜେ ଶେହବାଜ ସରିଫଙ୍କ ସ୍ଥାନରେ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛନ୍ତି। ପାକିସ୍ତାନ ଗଣମାଧ୍ୟମରେ ଏକ ବଡ଼ ଆଲୋଚନା ହେଉଛି ଯେ, ନୱାଜ ସରିଫଙ୍କ ଜ୍ବାଇଁ ଅର୍ଥାତ୍ ମରିୟମଙ୍କ ସ୍ୱାମୀ କ୍ୟାପଟେନ (ଅବସରପ୍ରାପ୍ତ) ମୋ. ସଫଦର ପାର୍ଟିରେ ମାହୋଲ ତିଆରି କରୁଛନ୍ତି। ଶାହବାଜ ସରିଫଙ୍କୁ ବଦଳାଇବା ଏବଂ ତାଙ୍କ ପତ୍ନୀ ମରିୟମଙ୍କୁ ପାକିସ୍ତାନର ପ୍ରଧାନମନ୍ତ୍ରୀ କରିବା ପାଇଁ ସଫଦର ଏକ ଅଭିଯାନ ଚଳାଉଛନ୍ତି।

ଅର୍ଥନୈତିକ ସଙ୍କଟ ପାକିସ୍ତାନ ଶାହବାଜ ସରିଫ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ହକି ବିଶ୍ୱକପ-୨୦୨୬: ଭାରତ ବନାମ ପାକିସ୍ତାନ ମ୍ୟାଚ୍ କେବେ?, ଦେଖନ୍ତୁ ପୂର୍ଣ୍ଣ କାର୍ଯ୍ୟସୂଚୀ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026
Latest News

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନସ୍ଥଳୀ ଭାବେ ବିକଶିତ କରିବା ପାଇଁ ଉଚ୍ଚ ସ୍ତରୀୟ ବୈଠକ

August 4, 2026

ହକି ବିଶ୍ୱକପ-୨୦୨୬: ଭାରତ ବନାମ ପାକିସ୍ତାନ ମ୍ୟାଚ୍ କେବେ?, ଦେଖନ୍ତୁ ପୂର୍ଣ୍ଣ କାର୍ଯ୍ୟସୂଚୀ

August 4, 2026

ବନ୍ୟା ପ୍ରପୀଡିତ ଚାଷୀଙ୍କ କ୍ଷତିପୂରଣ ବଢ଼ାଅ, ଋଣ ଛାଡ଼ କର, ଓଜେସି କୃଷକ ମୋର୍ଚ୍ଚାର ୯ ଦଫା ଦାବି

August 4, 2026

ସୌରଶକ୍ତି ଉତ୍ପାଦନ ବୃଦ୍ଧି ପାଇଁ ୭୫,୦୨୧ କୋଟି ବରାଦ, ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.