Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆମେରିକାରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ: ଯାତ୍ରା କରୁଥିଲେ ୩୦୦ ଯାତ୍ରୀ
ଅନ୍ତରାଷ୍ଟ୍ରୀୟ

ଆମେରିକାରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ: ଯାତ୍ରା କରୁଥିଲେ ୩୦୦ ଯାତ୍ରୀ

February 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲକ୍ଷ୍ନୌରେ ଏୟାର ଇଣ୍ଡିଆର ଜରୁରୀକାଳୀନ ଅବତରଣ: ବିମାନର ଥିଲେ ୧୫୫ ଯାତ୍ରୀ
ଲକ୍ଷ୍ନୌରେ ଏୟାର ଇଣ୍ଡିଆର ଜରୁରୀକାଳୀନ ଅବତରଣ: ବିମାନର ଥିଲେ ୧୫୫ ଯାତ୍ରୀ

ନୂଆଦିଲ୍ଲୀ: ଯାନ୍ତ୍ରିକ ତ୍ରୁଟି ହେତୁ ଆମେରିକାରୁ ଦିଲ୍ଲୀ ଆସୁଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଷ୍ଟକହୋମ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରାଯାଇଛି। ଅବତରଣ ସମୟରେ ବିମାନରେ ୩୦୦ ଯାତ୍ରୀ ଥିଲେ। ସମସ୍ତେ ସୁରକ୍ଷିତ ଥିବା କୁହାଯାଉଛି। ତେବେ କୌଣସି ପ୍ରକାର ଦୁର୍ଘଟଣାକୁ ଏଡାଇବା ପାଇଁ ବିମାନବନ୍ଦରରେ ଅଗ୍ନିଶମ ବାହିନୀ ଦଳ ନିୟୋଜିତ ହୋଇସାରିଛି।

ବେସାମରିକ ବିମାନ ଚଳାଚଳ (ଡିଜିସିଏ) ର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ତେଲ ଲିକ୍ ହେବା ପରେ ଇଞ୍ଜିନ ବନ୍ଦ ହୋଇଯାଇଥିଲା ଏବଂ ପରେ ବିମାନଟି ସୁରକ୍ଷିତ ଭାବରେ ଷ୍ଟକହୋମରେ ଅବତରଣ କରିଥିଲା। ଅଧିକାରୀ କହିଛନ୍ତି ଯେ, ଯାଞ୍ଚ ସମୟରେ ଦ୍ୱିତୀୟ ଇଞ୍ଜିନର ଡ୍ରେନ୍ ମାଷ୍ଟରୁ ତେଲ ବାହାରୁଥିବା ଦେଖିବାକୁ ମିଳିଥିଲା। ଏହାପୂର୍ବରୁ ସୋମବାର ଦିନ ନ୍ୟୁୟର୍କରୁ ଦିଲ୍ଲୀ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ମେଡିକାଲ ଜରୁରୀକାଳୀନ ପରିସ୍ଥିତି କାରଣରୁ ଲଣ୍ଡନରେ ଅବତରଣ କରାଯାଇଥିଲା।

ଆମେରିକା ଏୟାର ଇଣ୍ଡିଆ ବିମାନ ଜରୁରୀ ଅବତରଣ ଦିଲ୍ଲୀ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ଶିଖର ସମ୍ମିଳନୀର ଦ୍ୱିତୀୟ ଦିନ: ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ ଓ ପ୍ରଯୁକ୍ତିର ଅସ୍ତ୍ରୀକରଣ ବିଶ୍ୱ ପ୍ରଗତିରେ ଆଣିବ ବାଧା

September 13, 2026

ରେଳବାଇର ପୋଲିସ ଦ୍ବାରା ଟ୍ରେନ ଲୁଟେରା ଗିରଫ

September 13, 2026

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026

Zomatoରୁ ଅର୍ଡର କରିବା ପୂର୍ବରୁ ସାବଧାନ! CoD ବାଛିଲେ ଦେବାକୁ ପଡ଼ିପାରେ ଅଧିକ ଟଙ୍କା

September 13, 2026
Latest News

ବ୍ରିକ୍ସ ଶିଖର ସମ୍ମିଳନୀର ଦ୍ୱିତୀୟ ଦିନ: ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ ଓ ପ୍ରଯୁକ୍ତିର ଅସ୍ତ୍ରୀକରଣ ବିଶ୍ୱ ପ୍ରଗତିରେ ଆଣିବ ବାଧା

September 13, 2026

ରାଉରକେଲା ସର୍କିଟ୍ ହାଉସରେ ‘ଆଡଲ୍ଟ ଷ୍ଟାର୍‌’, ପୁଲିସର ତନାଘନା ଜାରି

September 13, 2026

ରେଳବାଇର ପୋଲିସ ଦ୍ବାରା ଟ୍ରେନ ଲୁଟେରା ଗିରଫ

September 13, 2026

ଜୟଦେବ ବିହାରରେ ଲେଡିଜ୍ ହଷ୍ଟେଲ ମାଲିକାଣୀଙ୍କ ଗୁଣ୍ଡାଗର୍ଦ୍ଦି

September 13, 2026

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.