Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସୀମା ଲଙ୍ଘିଲା ୟୁକ୍ରେନ!, ବିଫଳ ହେଲା ପୁଟିନଙ୍କ ଉପରେ ଡ୍ରୋନ୍ ଆକ୍ରମଣ
ଅନ୍ତରାଷ୍ଟ୍ରୀୟ

ସୀମା ଲଙ୍ଘିଲା ୟୁକ୍ରେନ!, ବିଫଳ ହେଲା ପୁଟିନଙ୍କ ଉପରେ ଡ୍ରୋନ୍ ଆକ୍ରମଣ

May 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
'ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ': ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ
'ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ': ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

ନୂଆଦିଲ୍ଲୀ: ଏକ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ଋଷ-ୟୁକ୍ରେନ ଯୁଦ୍ଧ ବନ୍ଦ ହୋଇନାହିଁ। ବର୍ତ୍ତମାନ କ୍ରେମଲିନରେ ଆତଙ୍କବାଦୀଙ୍କ ଆକ୍ରମଣ ପରି ୟୁକ୍ରେନ ମଧ୍ୟ ଆକ୍ରମଣ କରିଥିବା ଋଷ ଅଭିଯୋଗ କରିଛି। ଋଷ ସରକାରଙ୍କ ତରଫରୁ କୁହାଯାଇଛି ଯେ, ଡ୍ରୋନ୍ ସାହାଯ୍ୟରେ ୟୁକ୍ରେନ କ୍ରେମଲିନ୍ ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଛି, ଏହାର କାର୍ଯ୍ୟ “ଆତଙ୍କବାଦୀ” ପରି ଏବଂ ଋଷ ଏହାର ଦୃଢ ଜବାବ ଦେବ।

ମେ ୩ ତାରିଖ ବୁଧବାର ଦିନ କ୍ରେମଲିନ୍ କହିଛି ଯେ, ଏହା ୟୁକ୍ରେନ ଦ୍ୱାରା ଲଞ୍ଚ ହୋଇଥିବା ଦୁଇଟି ଡ୍ରୋନ୍‌କୁ ଖସାଇ ଦେଇଛି। ଋଷ ସରକାରଙ୍କ ତରଫରୁ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ୟୁକ୍ରେନ ଦ୍ଵାରା ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି।

ଆତଙ୍କବାଦୀ ୟୁକ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଲଗାଣ ବର୍ଷାରେ ଅସ୍ତରଙ୍ଗରେ ରାସ୍ତା ଉପରେ ପାଣି

August 25, 2026

ପିଆଜ ଦରରେ ଲାଗିବ ଲଗାମ: ଟ୍ରାକ୍‌ରେ ଆସିଲା ‘କାନ୍ଦା  ଏକ୍ସପ୍ରେସ’

August 25, 2026

୧୯୫ କେଜି ଗଞ୍ଜେଇ ଜବତ

August 25, 2026

ଛୁରି ଦେଖାଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୫ ମାସର ଗର୍ଭବତୀ

August 25, 2026
Latest News

ଲଗାଣ ବର୍ଷାରେ ଅସ୍ତରଙ୍ଗରେ ରାସ୍ତା ଉପରେ ପାଣି

August 25, 2026

ବର୍ଦ୍ଧିତ ଚିନି ଦର ମଧ୍ୟରେ ଆମଦାନୀ ନିୟମ ପରିବର୍ତ୍ତନ କଲେ ସରକାର

August 25, 2026

ପିଆଜ ଦରରେ ଲାଗିବ ଲଗାମ: ଟ୍ରାକ୍‌ରେ ଆସିଲା ‘କାନ୍ଦା  ଏକ୍ସପ୍ରେସ’

August 25, 2026

୧୯୫ କେଜି ଗଞ୍ଜେଇ ଜବତ

August 25, 2026

ଛୁରି ଦେଖାଇ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୫ ମାସର ଗର୍ଭବତୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.