Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»୬ ଦିନିଆ ବିଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଅନ୍ତରାଷ୍ଟ୍ରୀୟ

୬ ଦିନିଆ ବିଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

June 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
୬ ଦିନିଆ ବିଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁରିନାମ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଚଳିତ ମାସ ୪ ରୁ ୯ ତାରିଖ ପର୍ଯ୍ୟନ୍ତ ସୁରିନାମ ଏବଂ ସର୍ବିୟା ଗସ୍ତ କରିବେ। ତାଙ୍କ ଗସ୍ତର ପ୍ରଥମ ପର୍ଯ୍ୟାୟରେ ଶ୍ରୀମତୀ ମୁର୍ମୁ ଜୁନ୍ ୪ ରୁ ୬ ତାରିଖ ପର୍ଯ୍ୟନ୍ତ ସୁରିନାମ ଗସ୍ତରେ ରହିବେ।  ସୁରିନାମ ଗଣତନ୍ତ୍ରର ରାଷ୍ଟ୍ରପତି ଚନ୍ଦ୍ରିକାପର୍ସଦ ସାଣ୍ଟୋଖୀଙ୍କ ନିମନ୍ତ୍ରଣ କ୍ରମେ ସେ ଏହି ଗସ୍ତ କରିଛନ୍ତି।

ଏହି ପରିଦର୍ଶନ ଐତିହାସିକ ମହତ୍ତ୍ବ ଗ୍ରହଣ କରିଛି। କାରଣ ଜୁନ୍ ୫ ତାରିଖ ଦିନ ସୁରିନାମରେ ଭାରତୀୟଙ୍କ ଆଗମନର ୧୫୦ ତମ ବାର୍ଷିକ ଉତ୍ସବରେ ଶ୍ରୀମତୀ ମୁର୍ମୁ ମୁଖ୍ୟ ଅତିଥି ଭାବରେ ଯୋଗଦେବେ। ଭାରତ ଏବଂ ସୁରିନାମ ମଧ୍ୟରେ ବେଶ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ରହିଛି। ସେଠାରେ ଥିବା ପ୍ରବାସୀ ଭାରତୀୟମାନେ ଏହି ଉତ୍ସବକୁ ବେଶ୍ ଉତ୍ସାହର ସହ ପାଳନ କରିବାକୁ ନିଷ୍ପତି କରିଛନ୍ତି।

ରାଷ୍ଟ୍ରପତି ତାଙ୍କ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ସର୍ବିୟା ଯିବେ। ସର୍ବିୟାର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର୍ ଭୁସିଙ୍କ ନିମନ୍ତ୍ରଣ କ୍ରମେ ୭ ରୁ ୯ ଜୁନ୍ ପର‌୍ୟ୍ୟନ୍ତ ସର୍ବିୟାରେ ରହିବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁରିନାମ
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜ୍‌ ପ୍ରଣାଳୀ ପାର୍‌ ହେଲା ୪ଟି ସାର ବୋଝେଇ ଜାହାଜ

June 23, 2026

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶ୍ରୁତି ନାଟକ ଉତ୍ସବ ଆୟୋଜିତ

June 23, 2026

କବିସୂର୍ଯ୍ୟନଗର ଥାନା ପୋଲିସର ବଡ଼ ସଫଳତା: ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ, ୭ ଗିରଫ

June 23, 2026

ଷଷ୍ଠ ସାଂସଦ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

June 23, 2026
Latest News

ହର୍ମୁଜ୍‌ ପ୍ରଣାଳୀ ପାର୍‌ ହେଲା ୪ଟି ସାର ବୋଝେଇ ଜାହାଜ

June 23, 2026

ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଶ୍ରୁତି ନାଟକ ଉତ୍ସବ ଆୟୋଜିତ

June 23, 2026

କବିସୂର୍ଯ୍ୟନଗର ଥାନା ପୋଲିସର ବଡ଼ ସଫଳତା: ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ, ୭ ଗିରଫ

June 23, 2026

ଷଷ୍ଠ ସାଂସଦ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ସାଂସଦ ଅପରାଜିତା ଷଡଙ୍ଗୀ

June 23, 2026

SHVR ୨୦୨୫-୨୬ ରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ମାନ୍ୟତା

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.