
ୱାଶିଂଟନ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୱାଶିଂଟନ୍ ଡିସିରେ ୨୦୨୩ ଜୁନ୍ ୨୧ରେ ମାଇକ୍ରନ୍ ସିଇଓ ସଞ୍ଜୟ ମେହରୋତ୍ରାଙ୍କୁ ଭେଟିଛନ୍ତି।
ଭାରତରେ ସେମିକଣ୍ଡକ୍ଟର ଉତ୍ପାଦନ ବୃଦ୍ଧି ନିମନ୍ତେ ମାଇକ୍ରୋନ୍ ଟେକ୍ନୋଲୋଜିକୁ ଆମନ୍ତ୍ରଣ କରିଛନ୍ତି। ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାର ବିଭିନ୍ନ ଭାଗରେ ଭାରତ ପ୍ରତିଯୋଗିତାମୂଳକ ସୁବିଧା ପ୍ରଦାନ କରିପାରିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।