Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଅନୱାର-ଉଲ-ହକ ହେବେ ପାକିସ୍ତାନର ଅଷ୍ଟମ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ଅନୱାର-ଉଲ-ହକ ହେବେ ପାକିସ୍ତାନର ଅଷ୍ଟମ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ

August 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଅନୱାର-ଉଲ-ହକ କକର ଆଜି ଦେଶର କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ଏହାପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ଏବଂ ବିରୋଧୀ ଦଳର ନେତା ରାଜା ରିଆଜଙ୍କ ମଧ୍ୟରେ ଘଣ୍ଟା ଘଣ୍ଟା ଧରି ଆଲୋଚନା ହୋଇଥିଲା, ଯାହା ପରେ ଅନୱାର-ଉଲ-ହକଙ୍କ ନାମ ଉପରେ ସହମତି ପ୍ରକାଶ ପାଇଥିଲା।

ଜିଓ ନ୍ୟୁଜ୍ ରିପୋର୍ଟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶେହବାଜ ଏବଂ ଏନଏ ର ବିରୋଧୀ ଦଳର ନେତା ରାଜା ରିଆଜ ଅନୱାର-ଉଲ ହକଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବରେ ନିଯୁକ୍ତି ସମ୍ପର୍କରେ ରାଷ୍ଟ୍ରପତି ଆରିଫ ଅଲଭିଙ୍କୁ ପରାମର୍ଶ ପଠାଇଛନ୍ତି।

ରିପୋର୍ଟ ଅନୁଯାୟୀ, ପିଏମଓ ଦେଇଥିବା ବିବୃତ୍ତିରେ କୁହାଯାଇଛି ଯେ ବାଲୁଚିସ୍ତାନ ସାଂସଦ ଅନୱାର-ଉଲ-ହକ କକ୍କରଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରାଯାଇଛି।

ପାକିସ୍ତାନ ଶାହବାଜ ସରିଫ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026
Latest News

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ପୋହା ଏବଂ ଉପମା

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.