Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସିଙ୍ଗାପୁର ପୂର୍ବତନ ପ୍ରଧାନମନ୍ତ୍ରୀ ଲି କଆନ୍ ୟୁଙ୍କୁ ତାଙ୍କ ୧୦୦ ତମ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଅନ୍ତରାଷ୍ଟ୍ରୀୟ

ସିଙ୍ଗାପୁର ପୂର୍ବତନ ପ୍ରଧାନମନ୍ତ୍ରୀ ଲି କଆନ୍ ୟୁଙ୍କୁ ତାଙ୍କ ୧୦୦ ତମ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

September 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସିଙ୍ଗାପୁର ପୂର୍ବତନ ପ୍ରଧାନମନ୍ତ୍ରୀ ଲି କଆନ୍ ୟୁଙ୍କୁ ତାଙ୍କ ୧୦୦ ତମ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରି କହିଛନ୍ତି ଯେ, ‘ ଲି କଆନ୍ ୟୁଙ୍କୁ ତାଙ୍କ ୧୦୦ ତମ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ସିଙ୍ଗାପୁରର ପରିବର୍ତ୍ତନରେ ତାଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ତାଙ୍କ ଦୂରଦୃଷ୍ଟି, ନିରନ୍ତର ପ୍ରୟାସ ତାଙ୍କ ମହାନତାର ପ୍ରମାଣ। ତାଙ୍କ କାମ ବିଶ୍ୱନେତାଙ୍କୁ ପ୍ରେରଣା ଦେବା ଜାରି ରଖିବ।’

ପୂର୍ବତନ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.