Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସୁପରଷ୍ଟାର ସଲମାନ ଖାନଙ୍କୁ ଅଣଦେଖା କଲେ ରୋନାଲଡୋ, ଦେଖନ୍ତୁ ଭିଡିଓ
ଅନ୍ତରାଷ୍ଟ୍ରୀୟ

ସୁପରଷ୍ଟାର ସଲମାନ ଖାନଙ୍କୁ ଅଣଦେଖା କଲେ ରୋନାଲଡୋ, ଦେଖନ୍ତୁ ଭିଡିଓ

October 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବଲିଉଡର ‘ଗଡ ଫାଦର’ କୁହାଯାଉଥିବା ସଲମନ ଖାନଙ୍କ ବିଷୟରେ ସମଗ୍ର ବିଶ୍ୱ ପାଗଳ। ସେ ଯେଉଁଆଡେ ଯାଆନ୍ତି, ପ୍ରଶଂସକମାନେ ତାଙ୍କ ଝଲକ ପାଇବାକୁ ପାଗଳ ହୁଅନ୍ତି। କିନ୍ତୁ ବୋଧହୁଏ ଫୁଟବଲ୍ କିମ୍ବଦନ୍ତୀ କ୍ରିଷ୍ଟିଆନୋ ରୋନାଲଡୋ ଭାଇଜାନଙ୍କୁ ଜାଣନ୍ତି ନାହିଁ।

Salman bhai ignoring Ronaldo. Major flex. Tiger Zinda etc. pic.twitter.com/e7PUVcKFZ4

— Gabbar (@GabbbarSingh) October 30, 2023

ବାସ୍ତବରେ ଗତକାଲି ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଥିଲା, ଯାହା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଆପଣ ଦେଖିପାରିବେ ଯେ, ରୋନାଲଡୋ କିପରି ସଲମାନ ଖାନଙ୍କୁ ଚିହ୍ନି ପାରନ୍ତି ନାହିଁ ଏବଂ ଆଗକୁ ଚାଲିଯା’ନ୍ତି। ପ୍ରକାଶ ଯେ, ଟାଇସନ୍ ଫ୍ୟୁରି ଏବଂ ଫ୍ରାନ୍ସିସ୍ ନଗନୌଙ୍କ ମଧ୍ୟରେ MMA ମ୍ୟାଚ୍ ଦେଖିବା ପାଇଁ ଉଭୟ ତାରକା ସାଉଦି ଆରବ ଯାଇଥିଲେ।

ବଲିଉଡ ଭାଇଜାନ ରୋନାଲଡୋ ସଲମାନ ଖାନ ସୁପରଷ୍ଟାର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.