Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଇସ୍ରାଏଲ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ଅନ୍ତରାଷ୍ଟ୍ରୀୟ

ଇସ୍ରାଏଲ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

December 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦୁବାଇରେ ସିଓପି ୨୮ ଶିଖର ସମ୍ମିଳନୀ ଅବସରରେ ଇସ୍ରାଏଲ ରାଷ୍ଟ୍ରର ରାଷ୍ଟ୍ରପତି ଆଇଜାକ୍ ହର୍ଜୋଗଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ।

ଏହି କ୍ଷେତ୍ରରେ ଲାଗି ରହିଥିବା ଇସ୍ରାଏଲ – ହମାସ୍ ଯୁଦ୍ଧ ଉପରେ ଦୁଇ ନେତା ମତ ବିନିମୟ କରିଥିଲେ। ଅକ୍ଟୋବର ୭ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ବନ୍ଧକ ଥିବା ଲୋକମାନଙ୍କର ମୁକ୍ତିକୁ ସ୍ୱାଗତ କରିଥିଲେ।

ପ୍ରଭାବିତ ଲୋକମାନଙ୍କ ପାଇଁ ମାନବିକ ସହାୟତା ନିରନ୍ତର ଏବଂ ସୁରକ୍ଷିତ ଭାବେ ପ୍ରଦାନ କରିବାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ। ଆଲୋଚନା ଓ କୂଟନୀତି ମାଧ୍ୟମରେ ଇସ୍ରାଏଲ ପାଲେଷ୍ଟାଇନ ସମସ୍ୟାର ଶୀଘ୍ର ଏବଂ ସ୍ଥାୟୀ ସମାଧାନ ପାଇଁ ଭାରତର ସମର୍ଥନ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ରାଷ୍ଟ୍ରପତି ହର୍ଜୋଗ ଭାରତର ଜି – ୨୦ ଅଧ୍ୟକ୍ଷତାର ସଫଳତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ଭାରତ – ମଧ୍ୟ ପୂର୍ବ – ୟୁରୋପ ଅର୍ଥନୈତିକ କରିଡରର ଶୁଭାରମ୍ଭକୁ ସ୍ୱାଗତ କରିଥିଲେ।

ଇସ୍ରାଏଲ ଦ୍ୱିପାକ୍ଷିକ ବୈଠକ ନରେନ୍ଦ୍ର ମୋଦୀ ସିଓପି ୨୮ ଶିଖର ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ତୃତୀୟ ବିଶ୍ୱଯୁଦ୍ଧ ପ୍ରତି ବିପଦ ସୃଷ୍ଟି କରୁଛି ଇରାନ-ଆମେରିକା ସଂଘର୍ଷ: ଜାଣନ୍ତୁ ନିରପେକ୍ଷ ରହିବ କେଉଁ ଦେଶ?

July 11, 2026

ଭିଏତନାମରେ ବୁଡ଼ିଲା ଭାରତୀୟ ପର୍ଯ୍ୟଟକଙ୍କ ଡଙ୍ଗା: ୧୫ ମୃତ, ହେଲ୍ପଲାଇନ୍ ନମ୍ବର ଜାରି

July 11, 2026

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନାର ଶକ୍ତି ପ୍ରଦର୍ଶନ: ସୁରକ୍ଷିତ ଭାରତ ଆସିଲେ ୧୮ ଜାହାଜ

July 11, 2026

ନ୍ୟୁଜିଲ୍ୟାଣ୍ଡରେ ବ୍ୟବସାୟିକ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

July 11, 2026
Latest News

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

July 11, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ତୃତୀୟ ବିଶ୍ୱଯୁଦ୍ଧ ପ୍ରତି ବିପଦ ସୃଷ୍ଟି କରୁଛି ଇରାନ-ଆମେରିକା ସଂଘର୍ଷ: ଜାଣନ୍ତୁ ନିରପେକ୍ଷ ରହିବ କେଉଁ ଦେଶ?

July 11, 2026

ଭିଏତନାମରେ ବୁଡ଼ିଲା ଭାରତୀୟ ପର୍ଯ୍ୟଟକଙ୍କ ଡଙ୍ଗା: ୧୫ ମୃତ, ହେଲ୍ପଲାଇନ୍ ନମ୍ବର ଜାରି

July 11, 2026

ରାଜ୍ୟ ସରକାର ୬୭ଟି ପ୍ରାଥମିକ ବିଦ୍ୟାଳୟକୁ କଲେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଦେଖନ୍ତୁ ପୁରା ତାଲିକା

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.