Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ୟୁନାଇଟେଡ୍‌ ଆରବ ଏମିରେଟ୍ସ ର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ
ଅନ୍ତରାଷ୍ଟ୍ରୀୟ

ୟୁନାଇଟେଡ୍‌ ଆରବ ଏମିରେଟ୍ସ ର ରାଷ୍ଟ୍ରପତିଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବୈଠକ

December 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 1 ଡିସେମ୍ବର 2023 ରେ ୟୁଏଇରେ ସିଓପି -28 ଶିଖର ସମ୍ମିଳନୀ ଅବସରରେ ସଂଯୁକ୍ତ ଆରବ ଏମିରେଟ୍ସର ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ ନାହୟାନଙ୍କୁ ଭେଟିଥିଲେ।

ସିଓପି-୨୮ ଶିଖର ସମ୍ମିଳନୀର ସଫଳ ଆୟୋଜନ ପାଇଁ ପ୍ରଧାନମନ୍ତ୍ରୀ ଶେଖ୍ ମହମ୍ମଦ ବିନ୍ ଜାୟେଦଙ୍କୁ ଅଭିନନ୍ଦନ ଜଣାଇଥିଲେ । ସିଓପି-୨୮ରେ ସବୁଜ ଜଳବାୟୁ କାର୍ଯ୍ୟକ୍ରମ (ଜିସିପି) ଉପରେ ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମ ର ସହ ଆୟୋଜନ କରିଥିବାରୁ ସେ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହୟାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଉଭୟ ନେତା ସେମାନଙ୍କର ବ୍ୟାପକ ଏବଂ ଗୁରୁତ୍ବପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଥିଲେ। ଇସ୍ରାଏଲ-ହାମାସ ବିବାଦ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ।

ଆସନ୍ତା ମାସରେ ଭାରତରେ ଆୟୋଜିତ ହେବାକୁ ଥିବା ଭାଇବ୍ରେଣ୍ଟ ଗୁଜରାଟ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ମହମ୍ମଦ ବିନ୍ ଜାୟେଦ୍ ଅଲ୍ ନାହୟାନ୍ ଙ୍କୁ ନିମନ୍ତ୍ରଣ କରିଥିଲେ ।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ବୈଠକ ୟୁଏଇ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.