Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ମିଳିତ ଜାତିସଂଘ ସମ୍ମିଳନୀରେ ଓଡିଶା ସଂପର୍କରେ କଣ ମତ ରଖିଲେ କୃଷି ସଚିବ ଅରବିନ୍ଦ ପାଢୀ
ଅନ୍ତରାଷ୍ଟ୍ରୀୟ

ମିଳିତ ଜାତିସଂଘ ସମ୍ମିଳନୀରେ ଓଡିଶା ସଂପର୍କରେ କଣ ମତ ରଖିଲେ କୃଷି ସଚିବ ଅରବିନ୍ଦ ପାଢୀ

December 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମିଳିତ ଜାତିସଂଘ ସମ୍ମିଳନୀ
ମିଳିତ ଜାତିସଂଘ ସମ୍ମିଳନୀରେ ଓଡିଶା ସଂପର୍କରେ କଣ ମତ ରଖିଲେ କୃଷି ସଚିବ ଅରବିନ୍ଦ ପାଢୀ

ଭୁବନେଶ୍ବର: ସଦ୍ୟସମାପ୍ତ ମିଳିତ ଜାତିସଂଘର ବାର୍ଷିକ ଜଳବାୟୁ ସମ୍ମିଳନୀ ସିଓପି ୨୮ରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ବୈଶ୍ୱିକ ଦର୍ଶକଙ୍କ ସମ୍ମୁଖରେ କୃଷି ଓ ଖାଦ୍ୟ ପ୍ରଣାଳୀରେ ରୂପାନ୍ତର ସଂପର୍କରେ ଏକ ସନ୍ଦର୍ଭ ଉପସ୍ଥାପନ କରିଛନ୍ତି।

ପୁନରୁତ୍ପାଦନକ୍ଷମ କୃଷି ଏବଂ ପୋଷଣୀୟ ବୃଦ୍ଧି କିପରି କୃଷି କ୍ଷେତ୍ରରେ ଗ୍ରୀନ୍‌ ହାଉସ୍‌ ଗ୍ୟାସ୍‌ ନିର୍ଗମନ ଯୋଗୁ ସୃଷ୍ଟି ହେଉଥିବା ସମସ୍ୟାଗୁଡ଼ିକର ସଠିକ୍‌ ମୁକାବିଲା କରିପାରିବା ଦିଗରେ ସକ୍ଷମ ସେ ସଂପର୍କରେ ଦୃଢ଼ ମତପୋଷଣ କରିଥିଲେ।

ଡ. ପାଢ଼ୀ ଜଳବାୟୁ ସହନଶୀଳ ଓ ପୁଷ୍ଟିଶସ୍ୟ ମିଲେଟସ୍‌କୁ ପ୍ରୋତ୍ସାହନ ଦେବା ଦିଗରେ ରାଜ୍ୟ ସରକାରଙ୍କ ଓଡ଼ିଶା ମିଲେଟସ୍‌ ମିଶନ ଓ ଏହାର ସମାବେଶୀ ଦୃଷ୍ଟିକୋଣର ଉଦାହରଣ ଦେଇଥିଲେ। ସମ୍ମିଳନୀରେ ଅଂଶଗ୍ରହଣ କରିଥିବା ନୀତିନିର୍ଦ୍ଧାରକ, କୃଷି ବିଜ୍ଞାନୀ, ସେ୍ୱଚ୍ଛାସେବୀ ସଂଗଠନ, ଶିକ୍ଷାବିତ୍‌ ପ୍ରମୁଖ ଓଡ଼ିଶାର ଏହି ଉଲ୍ଲେଖନୀୟ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ।

ସୂଚନାଯୋଗ୍ୟ ଯେ ଡ. ପାଢ଼ୀ ନିଜେ ଜଣେ କୃଷି ବିଜ୍ଞାନୀରୁ ସିଭିଲ୍‌ ସର୍ଭାଣ୍ଟ ହୋଇଛନ୍ତି। କୃଷିରେ ଡକଫରେଟ୍‌ ହାସଲ କରିବା ପରେ ଡ. ପାଢ଼ୀ ଯୁକ୍ତରାଜ୍ୟ ଇଂଲଣ୍ଡର ବର୍ମିଂହାମ୍‌ ବିଶ୍ୱବିଦ୍ୟାଳୟରୁ ମାଷ୍ଟର ଗବେଷଣା ପାଇଁ ପରିବର୍ତ୍ତନଶୀଳ ଜଳବାୟୁରେ କୃଷି ନୀତି ଉପରେ ଗବେଷଣା କରିଥିଲେ।

ଜାତିସଂଘର ଏହି ମହତ୍ତ୍ୱପୂର୍ଣ୍ଣ ଅଧିବେଶନରେ ଡ. ପାଢ଼ୀ ଏହି ଉପସ୍ଥାପନା ରାଜ୍ୟ ସରକାରଙ୍କ ବିଭିନ୍ନ ପରିବେଶଜନିତ ନୀତି ସଂପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଛି। ଡ. ପାଢ଼ୀ ବିଭାଗର ସମସ୍ତ ଅଧିକାରୀ ଏବଂ ଅଂଶୀଦାରମାନଙ୍କୁ ଦଳଗତ ପ୍ରଚେଷ୍ଟା ପାଇଁ ଧନ୍ୟବାଦ ଜଣାଇଛନ୍ତି।

ଅରବିନ୍ଦ କୁମାର ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭା ଅନିଶ୍ଚିତକାଳ ପାଇଁ ମୁଲତବୀ

August 13, 2026

LAC ନିକଟରେ ଉତ୍ତେଜନା ଖବର ମଧ୍ୟରେ ଚୀନ୍ ଜାରି କଲା ବଡ଼ ବିବୃତ୍ତି: ଜାଣନ୍ତୁ…. 

August 13, 2026

ଖେତରେ ଧାନ କାଟୁଥିବା ମହିଳାଙ୍କୁ ପଥର ମାରି ହତ୍ୟା: ୬୫ ବର୍ଷୀୟ ଦୋଷୀଙ୍କୁ ଆଜୀବନ ଜେଲ୍

August 13, 2026

ଡି-ଡଲାରାଇଜେସନ ନେଇ ବଢ଼ିଲା ଚର୍ଚ୍ଚା: BRICSର ପଦକ୍ଷେପ କେତେ ଶକ୍ତିଶାଳୀ?

August 13, 2026
Latest News

ନାନ୍ଦେଡ଼ର ଗୁରୁଦ୍ୱାରା ମାତା ସାହିବ କୌରରେ ସୁଖବୀର ସିଂହ ବାଦଲଙ୍କୁ ଆକ୍ରମଣ

August 13, 2026

ଆରଜି କର ଦୁଷ୍କର୍ମ-ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ଟିଏମସି ବିଧାୟକ ଗିରଫ

August 13, 2026

ରକେଟ ଭଳି ଚଢିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

August 13, 2026

ବିଜେପି ମୁଖପାତ୍ର ଭାବରେ କାର୍ଯ୍ୟ କରୁଛି ଅକାଳୀ ଦଳ: ଇଡି ଚିଠି ଉପରେ ଆପ ର ଆକ୍ରମଣ

August 13, 2026

ଲୋକସଭା ଅନିଶ୍ଚିତକାଳ ପାଇଁ ମୁଲତବୀ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.