Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»୩ ଦିନ ପରେ ମୁମ୍ବାଇ ଅଭିମୁଖେ ଯାତ୍ରା କଲା ଫ୍ରାନ୍ସରେ ଅଟକ ରହିଥିବା ବିମାନ: ଥିଲେ ୩୦୦ ରୁ ଅଧିକ ଭାରତୀୟ
ଅନ୍ତରାଷ୍ଟ୍ରୀୟ

୩ ଦିନ ପରେ ମୁମ୍ବାଇ ଅଭିମୁଖେ ଯାତ୍ରା କଲା ଫ୍ରାନ୍ସରେ ଅଟକ ରହିଥିବା ବିମାନ: ଥିଲେ ୩୦୦ ରୁ ଅଧିକ ଭାରତୀୟ

December 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ
ଦୁବାଇରୁ କାଠମାଣ୍ଡୁ ଯାଉଥିଲା ବିମାନ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଜରୁରୀକାଳୀନ ଅବତରଣ

ନୂଆଦିଲ୍ଲୀ: ଫ୍ରାନ୍ସରେ ଅଟକ ରହିଥିବା ବିମାନ ଆଜି ମୁମ୍ବାଇ ଅଭିମୁଖେ ଯାତ୍ରା କରିଛି। ଫ୍ରାନ୍ସର ମିଡିଆ ବିଏଫଏମ ଟିଭି ଏହି ସୂଚନା ଦେଇଛି। ମାନବ ଚାଲାଣ ସନ୍ଦେହରେ ଶୁକ୍ରବାର ଦିନ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବା ଫ୍ରାନ୍ସର ବିମାନ ବନ୍ଦରରେ ଅଟକି ରହିଥିଲା। ଏହି ବିମାନରେ ୩୦୩ ଜଣ ଯାତ୍ରୀ ଥିଲେ, ସେଥିରେ ଅଧିକାଂଶ ଭାରତୀୟ ଥିଲେ।

ରବିବାର ଦିନ ରୋମାନିଆ କମ୍ପାନୀ ‘ଲିଜେଣ୍ଡ ଏୟାରଲାଇନ୍ସ’ ଦ୍ୱାରା ପରିଚାଳିତ ଏ-୩୪୦ ବିମାନକୁ ଫ୍ରାନ୍ସ କର୍ତ୍ତୃପକ୍ଷ ଯାତ୍ରା କରିବାକୁ ଅନୁମତି ଦେଇଛନ୍ତି।

ସଂଯୁକ୍ତ ଆରବ ଏମିରେଟ୍ସର ଦୁବାଇରୁ ୩୦୩ ଜଣ ଯାତ୍ରୀଙ୍କ ସହ ନିକାରାଗୁଆ ଅଭିମୁଖେ ଯାତ୍ରା କରୁଥିବା ବେଳେ ମାନବ ଚାଲାଣ ସନ୍ଦେହରେ ଶୁକ୍ରବାର ଦିନ ପ୍ୟାରିସର ୧୫୦ କିଲୋମିଟର ପୂର୍ବରେ ଥିବା ଭିଟ୍ରି ବିମାନ ବନ୍ଦରରେ ଅଟକି ରହିଥିଲା।

ଭାରତୀୟ
Share. Facebook Twitter LinkedIn Email WhatsApp Copy Link

Related Posts

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026
Latest News

ପାଖେଇ ଆସୁଛି ମନ୍ତ୍ରମୁଗ୍ଧର ମୁକ୍ତିଲାଭ ଦିବସ

April 17, 2026

ଡାକ୍ତରଙ୍କୁ ମିଳିବ ସୁରକ୍ଷା, ନିଯୁକ୍ତି ହେବେ ସିକ୍ୟୁରିଟି ଅଫିସର୍‌

April 17, 2026

ସ୍ୱାମୀର ଛୁରାମାଡ଼ରେ ସ୍ତ୍ରୀ ଗୁରୁତର

April 17, 2026

ନିଷିଦ୍ଧ ପଦାର୍ଥ ଚାଲାଣ ଓ ପରିଚାଳନାରେ ଜଡିତଙ୍କ ବିରୋଧରେ କଡ଼ା ଅପରାଧିକ କାର୍ଯ୍ୟାନୁଷ୍ଠାନ: କେନ୍ଦ୍ର ମନ୍ତ୍ରୀ

April 17, 2026

ଏଆଇ ପ୍ରଶାସନ ଓ ଆର୍ଥିକ ଗୋଷ୍ଠୀ ଗଠନ କଲେ ସରକାର

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.