Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଜି-୭ ସମ୍ମିଳନୀ ଅବସରରେ ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ଅନ୍ତରାଷ୍ଟ୍ରୀୟ

ଜି-୭ ସମ୍ମିଳନୀ ଅବସରରେ ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

June 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀ ଅବସରରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ। ତୃତୀୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବାକୁ ନେଇ ଶୁଭେଚ୍ଛା ଜଣାଇବା ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଧନ୍ୟବାଦ ଜଣାଇଥିଲେ।

୨. ଉଭୟ ନେତାଙ୍କ ମଧ୍ୟରେ ଏକ ଫଳପ୍ରଦ ବୈଠକ ହୋଇଥିଲା, ଯେଉଁଥିରେ ସେମାନେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବାର ଉପାୟ ଉପରେ ଆଲୋଚନା କରିଥିଲେ । ୟୁକ୍ରେନର ସ୍ଥିତି ଏବଂ ସ୍ୱିଜରଲ୍ୟାଣ୍ଡ ଦ୍ୱାରା ଆୟୋଜନ କରାଯାଉଥିବା ଆଗାମୀ ଶାନ୍ତି ଶିଖର ସମ୍ମିଳନୀ ଉପରେ ମଧ୍ୟ ସେମାନେ ମତ ବିନିମୟ କରିଥିଲେ।

୩. ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ଭାରତ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନକୁ ପ୍ରୋତ୍ସାହିତ କରିବା ଜାରି ରଖିବ ବୋଲି ପ୍ରଧାନମନ୍ତ୍ରୀ ଜଣାଇଥିଲେ ଏବଂ ଏକ ଶାନ୍ତିପୂର୍ଣ୍ଣ ସମାଧାନକୁ ସମର୍ଥନ କରିବା ପାଇଁ ଭାରତ ତା’ର ସାମର୍ଥ୍ୟ ମଧ୍ୟରେ ସବୁକିଛି ଜାରି ରଖିବ ବୋଲି ଦୋହରାଇଥିଲେ।

୪. ଉଭୟ ନେତା ଯୋଗାଯୋଗରେ ରହିବାକୁ ସହମତି ପ୍ରକାଶ କରିଥିଲେ।

ଇଟାଲୀ ଜି-୭ ଶିଖର ସମ୍ମିଳନୀ ନରେନ୍ଦ୍ର ମୋଦୀ ଭୋଲୋଦିମିର ଜେଲେନସ୍କି ୟୁକ୍ରେନର ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026

ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷରେ ପରିବହନ ଲକ୍ଷ୍ୟ ସମୟ ପୂର୍ବରୁ ହାସଲ କଲା ନୂତନ ରେକର୍ଡ

March 22, 2026

ବି.ଏଡ଼, ଏମ.ଏଡ଼, ବି.ଏଚ.ଏଡ଼ ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

March 22, 2026
Latest News

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

March 22, 2026

ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷରେ ପରିବହନ ଲକ୍ଷ୍ୟ ସମୟ ପୂର୍ବରୁ ହାସଲ କଲା ନୂତନ ରେକର୍ଡ

March 22, 2026

ବି.ଏଡ଼, ଏମ.ଏଡ଼, ବି.ଏଚ.ଏଡ଼ ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.