Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଅଲମ୍ପିକ୍ସ ହକିରେ ଭାରତକୁ ମିଳିଲା ବ୍ରୋଞ୍ଜ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କଲେ ଆର୍ଥିକ ପୁରସ୍କାର
ଅନ୍ତରାଷ୍ଟ୍ରୀୟ

ଅଲମ୍ପିକ୍ସ ହକିରେ ଭାରତକୁ ମିଳିଲା ବ୍ରୋଞ୍ଜ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କଲେ ଆର୍ଥିକ ପୁରସ୍କାର

August 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଲମ୍ପିକ୍ସରେ ଭାରତୀୟ ହକିକୁ ମିଳିଲା ବ୍ରୋଞ୍ଜ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କଲେ ଆର୍ଥିକ ପୁରସ୍କାର

ଭୁବନେଶ୍ବର: ପ୍ୟାରିସ ଅଲିମ୍ପିକସ୍‌ରେ ସ୍ପେନ ବିରୁଦ୍ଧରେ ଚମକପ୍ରଦ ବିଜୟ ହାସଲ କରି ବ୍ରୋଞ୍ଜ ପଦକ ପାଇଥିବାରୁ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ ଫଲଟନ, ସମସ୍ତ ଖେଳାଳି ଓ ସହାୟକ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ସେମାନଙ୍କ ସହିତ ଫୋନରେ କଥା ମଧ୍ୟ ହୋଇଛନ୍ତି। ଏହି ବ୍ରୋଞ୍ଜ ପଦକ ବର୍ଷବର୍ଷ ଧରି ହକି ପ୍ରତି ଆମର ଉତ୍ସର୍ଗୀକୃତ ମନୋଭାବର ପ୍ରତିଫଳନ ଅଟେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି ଯେ, ପ୍ରତ୍ୟେକ ଓଡ଼ିଶାବାସୀ ଏହି ସଫଳତାରେ ଗର୍ବିତ। ହକି ଖେଳାଳିମାନେ ଆମ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେମାନଙ୍କୁ ଶୀଘ୍ର ଓଡିଶା ଆସିବାକୁ ସେ ନିମନ୍ତ୍ରଣ କରିଛନ୍ତି। ବିଶେଷ କରି ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ତରଫରୁ ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଟଙ୍କା ଏବଂ ପ୍ରତ୍ୟେକ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ସେହିପରି ଓଡିଆ ଖେଳାଳି ଅମିତ୍ ରୋହିଦାସଙ୍କୁ ଚାରି କୋଟି ଟଙ୍କାର ସ୍ଵତନ୍ତ୍ର ପୁରସ୍କାର ମଧ୍ୟ ଘୋଷଣା କରାଯାଇଛି। ଓଡ଼ିଶାର ଅସଂଖ୍ଯ କ୍ରୀଡାବିତଙ୍କୁ ଏହି ସଫଳତା ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

hockey olympics Paris Olympic ପ୍ୟାରିଶ ଅଲମ୍ପିକ୍ସ ଭାରତୀୟ ହକି ମୋହନ ମାଝୀ ହକି
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ ଫଳାଫଳ: କେଉଁ ଦଳର କେତେ ସଫଳତା?

October 15, 2026

କ୍ୟାମ୍ପସ ରାଜନୀତି: ନିର୍ବାଚନ ଫଳାଫଳ ପ୍ରକାଶ

October 15, 2026

ଟି-୨୦ କ୍ରିକେଟ: ଲଜ୍ଜାଜନକ ରେକର୍ଡ ତାଲିକାରେ ସାମିଲ ହେଲେ ଶ୍ରେୟସ ଆୟର

October 15, 2026

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026
Latest News

ଛାତ୍ର ସଂସଦ ନିର୍ବାଚନ ଫଳାଫଳ: କେଉଁ ଦଳର କେତେ ସଫଳତା?

October 15, 2026

କ୍ୟାମ୍ପସ ରାଜନୀତି: ନିର୍ବାଚନ ଫଳାଫଳ ପ୍ରକାଶ

October 15, 2026

ଟି-୨୦ କ୍ରିକେଟ: ଲଜ୍ଜାଜନକ ରେକର୍ଡ ତାଲିକାରେ ସାମିଲ ହେଲେ ଶ୍ରେୟସ ଆୟର

October 15, 2026

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ହିନ୍ଦୁ ମନ୍ଦିରରେ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ଜଣେ ଗିରଫ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.