Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସିଙ୍ଗାପୁରରେ ଓଡ଼ିଶାର ପ୍ରଶିକ୍ଷାର୍ଥୀଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ସିଙ୍ଗାପୁରରେ ଓଡ଼ିଶାର ପ୍ରଶିକ୍ଷାର୍ଥୀଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

September 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ସିଙ୍ଗାପୁର ଗସ୍ତ ଅବସରରେ ଦକ୍ଷତା ବିକାଶ ତାଲିମ୍‌ ନେଉଥିବା ପ୍ରଶିକ୍ଷାର୍ଥୀମାନଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ବର୍ତ୍ତମାନ ସିଙ୍ଗାପୁର ଗସ୍ତରେ ଯାଇଥିବା ଓଡ଼ିଶାସ୍ଥିତ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ପ୍ରଶିକ୍ଷାର୍ଥୀଙ୍କ ସହିତ ଶ୍ରୀ ମୋଦୀ ମତବିନିମୟ କରିଛନ୍ତି। ସିଆଇଆଇ-ଏଣ୍ଟର୍‌ପ୍ରାଇଜ୍‌ ସିଙ୍ଗାପୁର ଇଣ୍ଡିଆ ରେଡି ଟାଲେଣ୍ଟ କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଭାରତ ଗସ୍ତ କରି ଆସିଥିବା ସିଙ୍ଗାପୁରର ପ୍ରଶିକ୍ଷାର୍ଥୀଙ୍କ ସହ ମଧ୍ୟ ସେ ମତବିନିମୟ କରିଛନ୍ତି।

ଏହି ସାକ୍ଷାତ ଏକ ଚମତ୍କାର ଅନୁଭୂତି ଥିଲା ବୋଲି ପ୍ରଧାନମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି । ସେହିପରି ସିଙ୍ଗାପୁରର ଏଇଏମ୍‌ ହୋଲ୍ଡିଂସ୍‌ରେ କାର୍ଯ୍ୟରତ ଭାରତୀୟ ଇଞ୍ଜିନିୟରମାନଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି । ଏହି ଅବସରରେ ପ୍ରଶିକ୍ଷାର୍ଥୀଙ୍କ ସହ ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ କଥା ହୋଇଥିଲେ । ଦକ୍ଷତା ବିକାଶ କ୍ଷେତ୍ରରେ ଭାରତ ଓ ସିଙ୍ଗାପୁରର ଏହି ସହଯୋଗ ବାସ୍ତବରେ ସ୍ୱତନ୍ତ୍ର ଏବଂ ଏହା ନବସୃଜନ ସମେତ ମାନବୀୟ ପ୍ରତିଭାକୁ ପ୍ରୋତ୍ସାହିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।

ନରେନ୍ଦ୍ର ମୋଦୀ ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026

ତ୍ରୁଟିମୁକ୍ତ ନୂଆ ପାଠ୍ୟପୁସ୍ତକ ବଣ୍ଟନ ଆରମ୍ଭ: ବିଦ୍ୟାଳୟଗୁଡ଼ିକରେ ପହଞ୍ଚିଲା ସଂଶୋଧିତ ବହି

September 21, 2026

‘ସ୍ୱଚ୍ଛ ସାଗର ସୁରକ୍ଷିତ ସାଗର ୫.୦ ରେ ବ୍ୟାପକ ଜନ-ଅଂଶଗ୍ରହଣକୁ ପ୍ରଶଂସା କଲେ ଡ. ଜିତେନ୍ଦ୍ର ସିଂହ

September 21, 2026
Latest News

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026

ଗଭୀର ଅବପାତର ରୂପ ନେବ ଲଘୁଚାପ, ସର୍ବାଧିକ ୭୫ କିଲୋମିଟର ବେଗରେ ବହିବ ପବନ

September 21, 2026

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026

ତ୍ରୁଟିମୁକ୍ତ ନୂଆ ପାଠ୍ୟପୁସ୍ତକ ବଣ୍ଟନ ଆରମ୍ଭ: ବିଦ୍ୟାଳୟଗୁଡ଼ିକରେ ପହଞ୍ଚିଲା ସଂଶୋଧିତ ବହି

September 21, 2026

‘ସ୍ୱଚ୍ଛ ସାଗର ସୁରକ୍ଷିତ ସାଗର ୫.୦ ରେ ବ୍ୟାପକ ଜନ-ଅଂଶଗ୍ରହଣକୁ ପ୍ରଶଂସା କଲେ ଡ. ଜିତେନ୍ଦ୍ର ସିଂହ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.