Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପୁଣି ପାକିସ୍ତାନର ଚିନ୍ତା ବଢାଇଲା ଟିଟିପି, ଆତଙ୍କବାଦୀ ଆକ୍ରମଣରେ ୧୧ ସୈନିକ ନିହତ
ଅନ୍ତରାଷ୍ଟ୍ରୀୟ

ପୁଣି ପାକିସ୍ତାନର ଚିନ୍ତା ବଢାଇଲା ଟିଟିପି, ଆତଙ୍କବାଦୀ ଆକ୍ରମଣରେ ୧୧ ସୈନିକ ନିହତ

October 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Terrorist
ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

ନୂଆଦିଲ୍ଲୀ: ପାକିସ୍ତାନର ଡେରା ଇସମାଇଲ ଖାନର ଦ୍ରବନରେ ଆତଙ୍କବାଦୀ ଆକ୍ରମଣର ସୂଚନା ରହିଛି। ରିପୋର୍ଟ ଅନୁଯାୟୀ ଆତଙ୍କବାଦୀମାନେ ଏକ ସୁରକ୍ଷା ପୋଷ୍ଟ ଉପରେ ଆକ୍ରମଣ କରିଛନ୍ତି। ଏପର୍ଯ୍ୟନ୍ତ ଏହି ଆକ୍ରମଣରେ ସୀମାନ୍ତ କର୍ପସର ୧୧ ଜଣ ପାକିସ୍ତାନୀ ସୈନିକଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଥିବା ବେଳେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ମଧ୍ୟ ବଢିପାରେ। ଏହି ଆକ୍ରମଣ ପାଇଁ ଟିଟିପି ନିଜକୁ ଦାୟୀ କରିଛି।

ପାକିସ୍ତାନୀ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଆକ୍ରମଣର ତୁରନ୍ତ ପରେ ଏକ ସୈନ୍ୟ ଦଳ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀଙ୍କୁ ଗିରଫ କରିବା ପାଇଁ ବ୍ୟାପକ ଅପରେସନ୍ ଆରମ୍ଭ କରିଥିଲେ। ତଥାପି, ଏପର୍ଯ୍ୟନ୍ତ କୌଣସି ସଫଳତା ହାସଲ କରାଯାଇ ନାହି। ସ୍ଥାନୀୟ ପୋଲିସ ଏବଂ ପାକିସ୍ତାନୀ ସୁରକ୍ଷା ଏଜେନ୍ସି କହିଛନ୍ତି ଯେ ଘଟଣାର ତଦନ୍ତ କରାଯାଉଛି।

ଏହି ଆକ୍ରମଣ ପାଇଁ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ନିଜକୁ ଦାୟୀ କରିଛି। ପାକିସ୍ତାନରେ ଟିଟିପି ଅନେକ ଆତଙ୍କବାଦୀ ଆକ୍ରମଣ କରିସାରିଛି। ପାକିସ୍ତାନ ସରକାର କ୍ରମାଗତ ଭାବେ ଆଫଗାନିସ୍ତାନର ତାଲିବାନ ସରକାରଙ୍କୁ ଟିଟିପିକୁ ପ୍ରୋତ୍ସାହିତ ଦେଉଥିବା ଅଭିଯୋଗ କରିଛନ୍ତି। ଏହି ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ଅନେକ ବିବାଦ ଲାଗି ରହିଛି।

pakistan taliban terrorist ttp
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.