Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସଂଖ୍ୟା ଗରିଷ୍ଠତାରୁ ମାତ୍ର ୩ ଭୋଟ ଦୁରରେ ଟ୍ରମ୍ଫ: କମଲା ହାରିସ୍ ଙ୍କ ସମର୍ଥକ ନିରାଶ!
ଅନ୍ତରାଷ୍ଟ୍ରୀୟ

ସଂଖ୍ୟା ଗରିଷ୍ଠତାରୁ ମାତ୍ର ୩ ଭୋଟ ଦୁରରେ ଟ୍ରମ୍ଫ: କମଲା ହାରିସ୍ ଙ୍କ ସମର୍ଥକ ନିରାଶ!

November 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ। ତେବେ ଏହାର ଫଳାଫଳ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଡୋନାଲ୍ଡ ଟ୍ରମ୍ଫ ଏବେ ଡେମୋକ୍ରାଟିକ ପ୍ରାର୍ଥୀ କମଲା ହାରିସ୍ ଙ୍କ ଠାରୁ ବହୁତ ଆଗରେ ଅଛନ୍ତି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ ଡୋନାଲ୍ଡ ଟ୍ରମ୍ପ ତୃତୀୟ ଥର ପାଇଁହ୍ଵାଇଟ ହାଉସରେ ପହଞ୍ଚି ପାରନ୍ତି। ୨୦୨୦ ରେ ଟ୍ରମ୍ପ ନିର୍ବାଚନରେ ​​ହାରିଥିଲେ।

ଫକ୍ସ ନ୍ୟୁଜ୍ ଟ୍ରେଣ୍ଡ ଅନୁଯାୟୀ, ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ୨୬୭ ଇଲେକ୍ଟୋରାଲ କଲେଜ ଭୋଟ ଏବଂ ଡେମୋକ୍ରାଟିକ ପ୍ରାର୍ଥୀ କମଲା ହାରିସଙ୍କୁ ୨୧୬ ଇଲେକ୍ଟୋରାଲ କଲେଜ ଭୋଟ ମିଳିଥିବା ସୂଚନା ରହିଛି।

donald trump kamala-harris US Elections US Elections 2024
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.