Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଅଷ୍ଟ୍ରେଲିଆ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଲା କାନଡା: ପ୍ରସାରଣ କରୁଥିଲା ଏସ ଜୟଶଙ୍କରଙ୍କ ପିସି
ଅନ୍ତରାଷ୍ଟ୍ରୀୟ

ଅଷ୍ଟ୍ରେଲିଆ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଲା କାନଡା: ପ୍ରସାରଣ କରୁଥିଲା ଏସ ଜୟଶଙ୍କରଙ୍କ ପିସି

November 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୟଶଙ୍କର
"ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,": ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

ନୂଆଦିଲ୍ଲୀ: କାନାଡା ଅଷ୍ଟ୍ରେଲିଆ ଟୁଡେ ଉପରେ ପ୍ରତିବନ୍ଧକ ଲଗାଇଛି। ଅଷ୍ଟ୍ରେଲିଆରେ ଅନୁଷ୍ଠିତ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସାମ୍ବାଦିକ ସମ୍ମିଳନୀରେ କିଛି ଘଣ୍ଟା ପରେ ଏହି ପ୍ରତିବନ୍ଧକ ଲାଗୁ କରାଯାଇଛି। ଏହି ପ୍ରସଙ୍ଗରେ ଭାରତ ମଧ୍ୟ କାନାଡାକୁ ନିନ୍ଦା କରିଛି। ଏହି ସାମ୍ବାଦିକ ସମ୍ମିଳନୀରେ ଜୟଶଙ୍କର ଭାରତ-କାନାଡାର କୂଟନୈତିକ ଅବରୋଧ ଏବଂ କାନାଡାର ଖାଲିସ୍ତାନୀ ଉଗ୍ରବାଦ ଉପରେ ମନ୍ତବ୍ୟ ଦେଇଛନ୍ତି।

ଗୁରୁବାର ଦିନ ଭାରତ କଡା ପ୍ରତିକ୍ରିୟା ଦେଇ କହିଛି ଯେ, ଏହି ଚ୍ୟାନେଲକୁ ନିଷିଦ୍ଧ କରିବା ପାଇଁ କାନାଡାର ପଦକ୍ଷେପ ଦେଖି ଆଶ୍ଚର୍ଯ୍ୟ ହୋଇଛି। ଏହା ସ୍ଵାଧୀନତାର ଅଭିବ୍ୟକ୍ତି ପ୍ରତି କାନଡାର କପଟତାକୁ ଉଜାଗର କରିଛି। ଅଷ୍ଟ୍ରେଲିଆ ଟୁଡେ ଭାରତୀୟ ସମ୍ପ୍ରଦାୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଆଉଟଲେଟ୍। ଏଥିରେ ଜୟଶଙ୍କର ଏବଂ ତାଙ୍କ ଅଷ୍ଟ୍ରେଲୀୟ ପ୍ରତିପକ୍ଷ ପେନି ୱଙ୍ଗଙ୍କ ମିଳିତ ସାମ୍ବାଦିକ ସମ୍ମିଳନୀ କେନବରାଠାରେ ପ୍ରସାରିତ ହୋଇଥିଲା।

Australia canada S Jaishankar
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026
Latest News

ସ୍ବର୍ଗତ କବି ରମାକାନ୍ତ ରଥଙ୍କ ପତ୍ନୀ ଶାନ୍ତିଲତା ରଥଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

August 21, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.