Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ରାମାୟଣ ଓ ମହାଭାରତକୁ ଆରବୀ ଭାଷାରେ ଅନୁବାଦ ପାଇଁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ରାମାୟଣ ଓ ମହାଭାରତକୁ ଆରବୀ ଭାଷାରେ ଅନୁବାଦ ପାଇଁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

December 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାମାୟଣ ଓ ମହାଭାରତର ଅନୁବାଦ ଅବଦୁଲ୍ଲା ଅଲ-ବରୁନ ଏବଂ ଅବଦୁଲ ଲତିଫ ଅଲ-ନେସେଫଙ୍କୁ ଆରବୀ ଭାଷାର ଅନୁବାଦ ଏବଂ ପ୍ରକାଶନ କ୍ଷେତ୍ରରେ ସେମାନଙ୍କ ଉଦ୍ୟମ ପାଇଁ ପ୍ରଶଂସା କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

‘‘ରାମାୟଣ ଓ ମହାଭାରତର ଆରବୀ ଅନୁବାଦ ଦେଖି ଖୁସି ଲାଗୁଛି। ମୁଁ ଅବଦୁଲ୍ଲା ଅଲ-ବରୁନ ଏବଂ ଅବଦୁଲ ଲତିଫ ଅଲ-ନସେଫଙ୍କୁ ଏହାର ଅନୁବାଦ ଓ ପ୍ରକାଶନ ପାଇଁ ସେମାନଙ୍କର ପ୍ରୟାସ ପାଇଁ ଅଭିନନ୍ଦନ ଜଣାଉଛି। ସେମାନଙ୍କ ପଦକ୍ଷେପ ବିଶ୍ୱସ୍ତରରେ ଭାରତୀୟ ସଂସ୍କୃତିର ଲୋକପ୍ରିୟତାକୁ ଦର୍ଶାଉଛି।’’

ମହାଭାରତ ରାମାୟଣ
Share. Facebook Twitter LinkedIn Email WhatsApp Copy Link

Related Posts

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026
Latest News

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026

ତାମିଲନାଡୁ ବିଜେପିରେ ବଡ଼ ପରିବର୍ତ୍ତନ: କେ. ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ

June 5, 2026

OERCର ନୂଆ ସଦସ୍ୟ ହେଲେ ସୁଧାଂଶୁ ବଡପଣ୍ଡା

June 5, 2026

ଆପଣଙ୍କ ଫୋନର ବ୍ୟାଟେରୀ ଶୀଘ୍ର ଶେଷ କରିପାରେ ଏହି ଭୁଲ!: ଜାଣିବା ଜରୁରୀ

June 5, 2026

ପୁଣି ଆଉ ଏକ ସ୍ଥାନରେ ଛୁରାମାଡ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.