Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସିୱସାଗର୍ ରାମଗୁଲାମ ଏବଂ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ସିୱସାଗର୍ ରାମଗୁଲାମ ଏବଂ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

March 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାମ୍ପଲମୋସେସ୍‌ର ସାର୍ ସିୱସାଗର୍ ରାମଗୁଲାମ ବୋଟାନିକ୍ ଗାର୍ଡେନ୍‌ରେ ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ମାଲ୍ୟାର୍ପଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମରିସସ୍‌ର ପ୍ରଧାନମନ୍ତ୍ରୀ ନବୀନଚନ୍ଦ୍ର ରାମଗୁଲାମ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମରିସସ୍‌ର ପ୍ରଗତି ଏବଂ ଭାରତ-ମରିସସ୍ ସମ୍ପର୍କ ପାଇଁ ଏକ ଦୃଢ଼ ଭିତ୍ତିଭୂମି ନିର୍ମାଣରେ ଦୁଇ ନେତାଙ୍କ ଯୋଗଦାନକୁ ମନେ ପକାଇଥିଲେ।

ମାଲ୍ୟାର୍ପଣ ସମାରୋହ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍‌ର ପ୍ରଧାନମନ୍ତ୍ରୀ ନବୀନଚଦ୍ର ରାମଗୁଲାମ ଐତିହାସିକ ଉଦ୍ୟାନରେ “ଏକ୍ ପେଡ୍ ମାଁ କେ ନାମ” ପଦକ୍ଷେପ ଅଧିନରେ ଏକ ବୃକ୍ଷରୋପଣ କରିଥିଲେ।

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଶ୍ରଦ୍ଧାଞ୍ଜଳି ଅର୍ପଣ ସାର୍ ଅନିରୁଦ୍ଧ ଜଗନ୍ନାଥ ସିୱସାଗର୍ ରାମଗୁଲାମ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Latest News

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.