Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»Merry Christmas: ଖ୍ରୀଷ୍ଟମାସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ଅନ୍ତରାଷ୍ଟ୍ରୀୟ

Merry Christmas: ଖ୍ରୀଷ୍ଟମାସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

December 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Merry Christmas
Merry Christmas: ଖ୍ରୀଷ୍ଟମାସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

Merry Christmas: ଆଜି ହେଉଛି ପବିତ୍ର ଖ୍ରୀଷ୍ଟମାସ। ଖ୍ରୀଷ୍ଟିଆନମାନଙ୍କର ଆଜି ହେଉଛି ବଡ ପର୍ବ। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶାନ୍ତି, କରୁଣା ଏବଂ ଆଶାରେ ପରିପୂର୍ଣ୍ଣ ଏକ ଆନନ୍ଦମୟ ଖ୍ରୀଷ୍ଟମାସର ଶୁଭକାମନା ଜଣାଇଛନ୍ତି।

ସେ କହିଛନ୍ତି ଯେ, “ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ଆମ ସମାଜର ସଦ୍ଭାବକୁ ମଜବୁତ କରୁ”, ପ୍ରଧାନମନ୍ତ୍ରୀ X ରେ ପୋଷ୍ଟ କରି କହିଛନ୍ତି: “ସମସ୍ତଙ୍କୁ ଶାନ୍ତି, କରୁଣା ଏବଂ ଆଶାରେ ପରିପୂର୍ଣ୍ଣ ଏକ ଆନନ୍ଦମୟ ଖ୍ରୀଷ୍ଟମାସର ଶୁଭକାମନା। ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ଆମ ସମାଜରେ ସଦ୍ଭାବକୁ ମଜବୁତ କରୁ।”

The Prime Minister posted on X:

“Wishing everyone a joyous Christmas filled with peace, compassion and hope. May the teachings of Jesus Christ strengthen harmony in our society.”

Wishing everyone a joyous Christmas filled with peace, compassion and hope. May the teachings of Jesus Christ strengthen harmony in our society.

— Narendra Modi (@narendramodi) December 25, 2025

Merry Christmas ଖ୍ରୀଷ୍ଟମାସ
Share. Facebook Twitter LinkedIn Email WhatsApp Copy Link

Related Posts

ସିମଲାରେ ଆରମ୍ଭ ହେଲା ଦକ୍ଷିଣ ଏସୀୟ ଟେବୁଲ ଟେନିସ୍ ଯୁବ ଚାମ୍ପିଅନସିପ୍ 

April 8, 2026

ପୁଣି ଦିଲ୍ଲୀ-ଗୁଜରାଟ ମ୍ୟାଚ୍‌ରେ ବର୍ଷା ଆଶଙ୍କା!: ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

April 8, 2026

ତୁଷାରପାତ ଯୋଗୁଁ ବଦ୍ରିନାଥ ଏବଂ ହେମକୁଣ୍ଡ ସାହିବରେ ପ୍ରବଳ ଥଣ୍ଡା

April 8, 2026

ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତିକୁ ସ୍ୱାଗତ କଲା ଭାରତ

April 8, 2026
Latest News

ସିମଲାରେ ଆରମ୍ଭ ହେଲା ଦକ୍ଷିଣ ଏସୀୟ ଟେବୁଲ ଟେନିସ୍ ଯୁବ ଚାମ୍ପିଅନସିପ୍ 

April 8, 2026

ପୁଣି ଦିଲ୍ଲୀ-ଗୁଜରାଟ ମ୍ୟାଚ୍‌ରେ ବର୍ଷା ଆଶଙ୍କା!: ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

April 8, 2026

ତୁଷାରପାତ ଯୋଗୁଁ ବଦ୍ରିନାଥ ଏବଂ ହେମକୁଣ୍ଡ ସାହିବରେ ପ୍ରବଳ ଥଣ୍ଡା

April 8, 2026

ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତିକୁ ସ୍ୱାଗତ କଲା ଭାରତ

April 8, 2026

ଗଞ୍ଜାମରେ ଦୁଇ ଦିନିଆ ଆନ୍ତର୍ଜ୍ୟାତୀୟ କର୍ମଶାଳା

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.