Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ
ଅନ୍ତରାଷ୍ଟ୍ରୀୟ

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି
ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

ନୂଆଦିଲ୍ଲୀ: ଆଜି ୨୦୨୬ ଟି-୨୦ ବିଶ୍ଵକପରେ ଜିମ୍ବାୱେ ଏକ ବଡ ବିପର୍ଯ୍ୟୟ ସୃଷ୍ଟି କରିଛି। ଗ୍ରୁପ-ବି ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ଜିମ୍ବାୱେ ପରାସ୍ତ କରି ଇତିହାସ ରଚିଛି। ୨୩ ରନ ବ୍ୟବଧାନରେ ଅଷ୍ଟ୍ରେଲିଆ ପରାସ୍ତ ହୋଇଛି।

ଜିମ୍ବାୱେ ପ୍ରଥମେ ବ୍ୟାଟିଂ କରି ୨ ଟି ୱିକେଟ ବିନିମୟରେ ୧୬୯ ରନ ସଂଗ୍ରହ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ଦଳ ସମସ୍ତ ୱିକେଟ ହରାଇ ମାତ୍ର ୧୪୬ ରନ କରିପାରିଥିଲା। ଅଷ୍ଟ୍ରେଲିଆ ପକ୍ଷରୁ ମ୍ୟାଟ ରେନଶ’ ସର୍ବାଧିକ ୬୫ ରନ କରିଥିବା ବେଳେ ଗ୍ଲେନ ମାକ୍ସୱେଲ ୩୧ ରନ ଏବଂ ଟ୍ରାଭିସ ହେଡ ୧୭ ରନ କରିଥିଲେ। ଏମାନଙ୍କ ବ୍ୟତୀତ ଅନ୍ୟ କୌଣସି ଅଷ୍ଟ୍ରେଲିଆ ବ୍ୟାଟର ଦୁଇ ଅଙ୍କ ଛୁଇଁପାରିନଥିଲେ। ସେପଟେ ଜିମ୍ବାୱେ ପକ୍ଷରୁ ବ୍ଲେସିଙ୍ଗ ମୁଜରବାନୀ ୪ ଓଭରରେ ୧୭ ରନ ଦେଇ ୪ ଟି ୱିକେଟ ନେଇଥିବା ବେଳେ ୩.୩ ଓଭରରେ ୩ ଟି ୱିକେଟ ନେଇଥିଲେ।

ସେହିଭଳି ଜିମ୍ବାୱେ ପକ୍ଷରୁ ବ୍ରିଆନ ବେନେଟ ସର୍ବାଧିକ ୬୪ ରନ କରି ଅପରାଜିତ ଥିଲେ। ଅଧିନାୟକ ସିକନ୍ଦର ରାଜା ଇନିଂସର ଶେଷ ବଲରେ ଛକା ମାରି (୧୩ ଟି ବଲରେ ୨୫ ରନ) ଦଳୀୟ ସ୍କୋରକୁ ୧୬୯ ରନରେ ପହଞ୍ଚାଇଥିଲେ।

 

AUS Vs ZIM Australia Vs Zimbabwe cricket world cup Mens T20 World Cup T20 World Cup T20 World Cup 2026
Share. Facebook Twitter LinkedIn Email WhatsApp Copy Link

Related Posts

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026

ବିଜେପିର ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁର ଉପମୁଖ୍ୟମନ୍ତ୍ରୀ!: ବିହାର ସରକାରଙ୍କ ନୂତନ ରୂପରେଖା ପ୍ରକାଶ

March 6, 2026

୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍: କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.