Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କିଭ ଉପରେ ରୁଷିଆର ପ୍ରଚଣ୍ଡ ଆକ୍ରମଣ
ଅନ୍ତରାଷ୍ଟ୍ରୀୟ

କିଭ ଉପରେ ରୁଷିଆର ପ୍ରଚଣ୍ଡ ଆକ୍ରମଣ

May 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ୟୁକ୍ରେନ ରାଜଧାନୀ କିଭ ଉପରେ ରୁଷିଆର ପ୍ରଚଣ୍ଡ ଆକ୍ରମଣ କରିଛି । ନୂଆ ହାଇପରସୋନିକ ଅସ୍ତ୍ର ପ୍ରୟୋଗ କରି ବ୍ୟାପକ କ୍ଷତି ଘଟାଇଛି । ଆକ୍ରମଣରେ ପ୍ରାୟ ୬୦୦ଟି ଡ୍ରୋନ ଏବଂ ୯୦ଟି ମିସାଇଲ ପ୍ରୟୋଗ କରିଛି। ପ୍ରଚଣ୍ଡ ଶବ୍ଦ ସହ ଶକ୍ତିଶାଳୀ ବିସ୍ଫୋରଣରେ କିଭ ଥରି ଉଠିଥିଲା । ଲୁକିଆନିଭସ୍କା ମେଟ୍ରି ଷ୍ଟେସନ ନିକଟରେ ବ୍ୟବସାୟିକ କେନ୍ଦ୍ର ଧ୍ଵଂସ ହୋଇଛି । ଅନେକ ଶିକ୍ଷାନୁଷ୍ଠାନ ମଧ୍ୟ ଧ୍ଵଂସ ହୋଇଛି ।

russia-urkain war
Share. Facebook Twitter LinkedIn Email WhatsApp Copy Link

Related Posts

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

SCO ଶିଖର ସମ୍ମିଳନୀ ପାଇଁ ପାକିସ୍ତାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି?: ଇସଲାମାବାଦ କରୁଛି ପ୍ରସ୍ତୁତି!

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ଫାଇନାଲରେ ମୁହାଁମୁହିଁ ହେବେ ନୀରଜ ଚୋପ୍ରା ଏବଂ ଅରଶଦ ନଦୀମ: ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026
Latest News

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.