Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତୀୟ ଜାହାଜ ଉପରେ ଆକ୍ରମଣ ପ୍ରସଙ୍ଗ: ବିବୃତ୍ତି ଜାରି କଲେ ଟ୍ରମ୍ପ
ଅନ୍ତରାଷ୍ଟ୍ରୀୟ

ଭାରତୀୟ ଜାହାଜ ଉପରେ ଆକ୍ରମଣ ପ୍ରସଙ୍ଗ: ବିବୃତ୍ତି ଜାରି କଲେ ଟ୍ରମ୍ପ

June 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Donald Trump
ଲାଗୁ ହେବ ନାହିଁ କି ୧୦୦ ପ୍ରତିଶତ ଶୁଳ୍କ?: ତେଲ କ୍ରୟ ଉପରେ ଭାରତକୁ ମିଳିପାରେ ରିହାତି

ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ହୋଇଥିବା ଚୁକ୍ତି ଏବଂ ଭାରତୀୟ ନାବିକମାନଙ୍କୁ ନେଇ ଯାଉଥିବା ଏକ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛନ୍ତି। ଓମାନ ଉପକୂଳରେ ଭାରତୀୟ କ୍ରୁ ସଦସ୍ୟଙ୍କ ସହିତ ଜାହାଜ ଉପରେ ଆକ୍ରମଣ ପରେ ବୈଦେଶିକ ବିଭାଗ ଆମେରିକୀୟ ରାଷ୍ଟ୍ରଦୂତଙ୍କୁ ଦୁଇଥର ସମନ କରିଛି। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଆମେରିକା ନୁହେଁ, ଭାରତୀୟ ଜାହାଜ ଉପରେ ଇରାନ ଆକ୍ରମଣ କରିଛି।

ଟ୍ରମ୍ପ ଟ୍ରୁଥସୋସିଆଲରେ ପୋଷ୍ଟ କରି ଲେଖିଛନ୍ତି ଯେ, “ଗତକାଲି ରାତିରେ ଇରାନ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ କରିଥିଲା, ଯାହାକୁ ଆମେରିକା ସମ୍ପୂର୍ଣ୍ଣ ଭାବରେ ବିଫଳ କରିଛି। ଏହାକୁ କୌଣସି ମୂଲ୍ୟରେ ସହ୍ୟ କରାଯାଇପାରିବ ନାହିଁ।” ଟ୍ରମ୍ପ ଆହୁରି ଲେଖିଛନ୍ତି ଯେ, ଇରାନକୁ ତୁରନ୍ତ ତାର କାର୍ଯ୍ୟ ସଂଶୋଧନ କରିବାକୁ ପଡିବ।

Breaking News india iran US Iran War usa
Share. Facebook Twitter LinkedIn Email WhatsApp Copy Link

Related Posts

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ

September 21, 2026

ବଙ୍ଗଳା ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଭୟର ବାତାବରଣ: ଇସିଙ୍କୁ ଚିଠି ଲେଖିଲେ ହୁମାୟୁନ କବୀର

September 21, 2026

ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ

September 21, 2026

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026
Latest News

କାନାଡାରେ ବିମାନ ଦୁର୍ଘଟଣାଗ୍ରସ୍ତ: ୨ ଭାରତୀୟ ପାଇଲଟ୍ ଛାତ୍ରଙ୍କ ମୃତ୍ୟୁ

September 21, 2026

ବଙ୍ଗଳା ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଭୟର ବାତାବରଣ: ଇସିଙ୍କୁ ଚିଠି ଲେଖିଲେ ହୁମାୟୁନ କବୀର

September 21, 2026

ମୌସୁମୀ ଅଧିବେଶନ ପୂର୍ବରୁ ରାଜନୀତି ସରଗରମ : ଆଜି ସର୍ବଦଳୀୟ ବୈଠକ

September 21, 2026

ଟିଏମସିର ନିର୍ବାଚନ ଚିହ୍ନ ଫ୍ରିଜ୍ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କପିଲ ସିବଲ

September 21, 2026

କବାଡିରେ ଭାରତର ଚମତ୍କାର ଆରମ୍ଭ: ଜାପାନକୁ ପରାସ୍ତ କଲା ଟିମ ଇଣ୍ଡିଆ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.