Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଇରାନ ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁ: ପ୍ରତିଶୋଧ ନେବାକୁ ଚେତାବନୀ ଦେଲା UAE
ଅନ୍ତରାଷ୍ଟ୍ରୀୟ

ଇରାନ ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁ: ପ୍ରତିଶୋଧ ନେବାକୁ ଚେତାବନୀ ଦେଲା UAE

July 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ହର୍ମୁଜ୍
ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

ନୂଆଦିଲ୍ଲୀ: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହି ସମୟରେ ସଂଯୁକ୍ତ ଆରବ ଏମିରେଟ୍ସ (UAE) ଦାବି କରିଛି ଯେ, ହରମୁଜ୍ ପ୍ରଣାଳୀ ନିକଟରେ ଏହାର ଦୁଇଟି ତୈଳ ଟ୍ୟାଙ୍କର ଉପରେ କ୍ରୁଜ୍ ମିସାଇଲ୍ ଆକ୍ରମଣ କରାଯାଇଛି। ଏଥିରେ ଜଣେ ଭାରତୀୟ କ୍ରୁ ସଦସ୍ୟଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ଆଠ ଜଣ ଆହତ ହୋଇଛନ୍ତି। UAE ଏହାକୁ ଅନ୍ତର୍ଜାତୀୟ ଆଇନର ଏକ ଗମ୍ଭୀର ଉଲ୍ଲଂଘନ ବୋଲି କହିଛି ଏବଂ ପ୍ରତିଶୋଧ ନେବାକୁ ଚେତାବନୀ ଦେଇଛି।

UAE ପ୍ରତିରକ୍ଷା ମନ୍ତ୍ରଣାଳୟ ଏହାର ଦୁଇଟି ତୈଳ ଟ୍ୟାଙ୍କର ଉପରେ ଆକ୍ରମଣକୁ “ନିର୍ଲଜ ଆକ୍ରମଣ” ଏବଂ ଅନ୍ତର୍ଜାତୀୟ ଆଇନର ଏକ ସ୍ପଷ୍ଟ ଉଲ୍ଲଂଘନ ବୋଲି ଏକ ବିବୃତ୍ତି ଜାରି କରିଛି। ମନ୍ତ୍ରଣାଳୟ ଅନୁଯାୟୀ, ଏହି ଆକ୍ରମଣରେ ଜଣେ କ୍ରୁ ସଦସ୍ୟଙ୍କ ମୃତ୍ୟୁ ହୋଇଥିଲା ଏବଂ ଅନ୍ୟ ଆଠ ଜଣ ଆହତ ହୋଇଥିଲେ। ମନ୍ତ୍ରଣାଳୟ କହିଛି ଯେ, ନିଜର ଅଞ୍ଚଳ, ନାଗରିକ ଏବଂ ବାସିନ୍ଦାଙ୍କୁ ସୁରକ୍ଷା ଦେବା ଏବଂ ଏହି ଆକ୍ରମଣର ଜବାବ ଦେବା ପାଇଁ UAE ପାଖରେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାର ଅଧିକାର ରହିଛି।

ଭାରତୀୟ କ୍ରୁ ସଦସ୍ୟଙ୍କ ମୃତ୍ୟୁ ଦାବି

ଅଲ ଜାଜିରା ଅନୁଯାୟୀ, ଓମାନ ଉପସାଗରର ହରମୁଜ୍ ପ୍ରଣାଳୀ ନିକଟରେ ହୋଇଥିବା ଆକ୍ରମଣରେ “ମୋମ୍ବାସା” ତେଲ ଟ୍ୟାଙ୍କରରେ ଥିବା ଜଣେ ଭାରତୀୟ କ୍ରୁ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଆଠ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତଥାପି, ଆକ୍ରମଣ ସମ୍ପର୍କରେ ଇରାନ ପକ୍ଷରୁ କୌଣସି ସରକାରୀ ପ୍ରତିକ୍ରିୟା ଦିଆଯାଇ ନାହିଁ।

Strait Of Hormuz uae
Share. Facebook Twitter LinkedIn Email WhatsApp Copy Link

Related Posts

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026

ଆଉ ବଢିବ ନାହିଁ ଚିନି ମୂଲ୍ୟ!: ଯୋଗାଣ ଉପରେ ବଡ଼ ନିଷ୍ପତ୍ତି ନେଲେ ସରକାର

August 31, 2026

ଏସିଆ କପର ପ୍ରଥମ ମ୍ୟାଚରେ ଇତିହାସ ରଚିଲେ ସ୍ମୃତି ମନ୍ଧାନା: ହାସଲ କଲେ ବଡ଼ ସଫଳତା

August 31, 2026

ପ୍ରତିଷ୍ଠିତ ଶିଳ୍ପପତି ସୁବ୍ରତ ବାଗଚୀଙ୍କୁ କର୍ଣ୍ଣାଟକ ସରକାର ଦେଲେ ବଡ ଦାୟିତ୍ବ, ସେ ହେବେ……

August 31, 2026
Latest News

“ଆମେ କ୍ଷମତାକୁ ଆସିବା ମାତ୍ରେ ୟୁସିସିକୁ ଉଚ୍ଛେଦ କରିବୁ”: କଂଗ୍ରେସର ବଡ଼ ଦାବି

August 31, 2026

CJPକୁ ବଡ଼ ଆଶ୍ବସ୍ତି: ପଦଯାତ୍ରା ରୋକିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

August 31, 2026

ମ୍ୟାଲେରିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

August 31, 2026

ପରଲୋକରେ ଓଡିଶା କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

August 31, 2026

ଖାତାରେ ନାହିଁ ୪ ଟଙ୍କା ରାମ ମନ୍ଦିରକୁ ଦାନ କଲେ ୪ କୋଟି: ଚେକ୍ ବାଉନ୍ସ ଯୋଗୁଁ ଅଡୁଆରେ ମହିଳା ଭକ୍ତ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.