Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ
ଅନ୍ତରାଷ୍ଟ୍ରୀୟ

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତର ଅଧ୍ୟକ୍ଷତାରେ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ୍’ରେ ଆଜିଠାରୁ ଦୁଇଦିନିଆ ୧୮ତମ ବ୍ରିକ୍ସ  ଶିଖର ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି। ଏହି ମହାମେଳିରେ ବିଶ୍ୱର ଅନେକ ଶୀର୍ଷ ନେତା ଏକାଠି ହେଉଥିବା ବେଳେ ଏହା ବିଶ୍ୱ ଭୂ-ରାଜନୀତି ଏବଂ ଅର୍ଥନୀତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ। ସମ୍ମିଳନୀରେ ବିଶ୍ୱ କଲ୍ୟାଣ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସକାରାତ୍ମକ ଓ ଅର୍ଥପୂର୍ଣ୍ଣ ଚର୍ଚ୍ଚା ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ‘ଏକ୍ସ’ (X) ମାଧ୍ୟମରେ ଆଶା ପ୍ରକାଶ କରିଛନ୍ତି।

ରୁଷ-ୟୁକ୍ରେନ ଯୁଦ୍ଧ, ପଶ୍ଚିମ ଏସିଆ ସଙ୍କଟ, ହର୍ମୁଜ ପ୍ରଣାଳୀରେ ବାଣିଜ୍ୟିକ ବାଧା ଏବଂ ଆମେରିକାର ଟ୍ରମ୍ପ ପ୍ରଶାସନର ଶୁଳ୍କ ନୀତି ଯୋଗୁଁ ବିଶ୍ୱ ଅର୍ଥନୀତି ପ୍ରଭାବିତ ହୋଇଥିବା ସମୟରେ ଏହି ସମ୍ମିଳନୀ ଅନୁଷ୍ଠିତ ହେଉଛି। ଏଥିରେ ମୁଖ୍ୟତଃ ଖାଦ୍ୟ, ଶକ୍ତି, ସ୍ୱାସ୍ଥ୍ୟ, ବିପର୍ଯ୍ୟୟ ପ୍ରଶମନ ଏବଂ ଯୋଗାଣ ଶୃଙ୍ଖଳା ସୁରକ୍ଷାକୁ ମଜଭୁତ କରିବା ଉପରେ ଗୁରୁତ୍ୱ ଦିଆଯିବ।

ଏହି ଶିଖର ସମ୍ମିଳନୀରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ, ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା, ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋୱୋ ସୁବିଆନ୍ତୋ, ଇଜିପ୍‌ଟ ରାଷ୍ଟ୍ରପତି ଅବଦେଲ ଫତାହ ଅଲ୍‌-ସିସି, ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ, ଆବୁଧାବି କ୍ରାଉନ୍ ପ୍ରିନ୍‌ସ ମହମ୍ମଦ ବିନ୍ ଜାୟଦ ଅଲ ନାହ୍ୟାନ୍, ଇଥିଓପିଆ ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଏବଂ ଭିଏତନାମ ପ୍ରଧାନମନ୍ତ୍ରୀ ଲେ ମିନ୍ ହୁଙ୍ଗ ପ୍ରମୁଖ ଯୋଗ ଦେଉଛନ୍ତି।

BRICSS ummit2026 pm modi
Share. Facebook Twitter LinkedIn Email WhatsApp Copy Link

Related Posts

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026

ଷ୍ଟାଲିନଙ୍କ ତୀବ୍ର ଆକ୍ରମଣ, TVK ଓ ବିଜୟଙ୍କୁ ନେଇ ତାମିଲନାଡୁରେ ବଢ଼ିଲା ଚର୍ଚ୍ଚା

October 2, 2026

ନକଲି RTO ଗିରଫ

October 2, 2026
Latest News

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026

ଷ୍ଟାଲିନଙ୍କ ତୀବ୍ର ଆକ୍ରମଣ, TVK ଓ ବିଜୟଙ୍କୁ ନେଇ ତାମିଲନାଡୁରେ ବଢ଼ିଲା ଚର୍ଚ୍ଚା

October 2, 2026

ନକଲି RTO ଗିରଫ

October 2, 2026

୧୨ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ, ପୁଣି ଡରାଇଲାଣି ଅକ୍ଟାେବର

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.