Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କାନାଡାରେ ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ଜଣଙ୍କ ମୃତ୍ୟୁ
ଅନ୍ତରାଷ୍ଟ୍ରୀୟ

କାନାଡାରେ ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ଜଣଙ୍କ ମୃତ୍ୟୁ

September 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କାନାଡାରେ ଘରୋଇ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ଜଣଙ୍କ ମୃତ୍ୟୁ

କାନାଡା: କାନାଡାର କ୍ୟୁବେକ୍ ପ୍ରଦେଶ ଅନ୍ତର୍ଗତ ମଣ୍ଟ୍ରିଆଲ୍ ସହରଠାରୁ ପ୍ରାୟ ୫୦ କିଲୋମିଟର ଦୂରରେ ଏକ ମର୍ମନ୍ତୁଦ ହେଲିକପ୍ଟର ଦୁର୍ଘଟଣା ଘଟିଛି। ସେଣ୍ଟ-ବ୍ରିଜିଡ୍-ଡି’ଇବରଭିଲ୍‌ର ଏକ ଗ୍ରାମାଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଥିବା ବେଳେ ହେଲିକପ୍ଟରରେ ଥିବା ସମସ୍ତ ୪ ଜଣ ଆରୋହୀଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି।

ସୂଚନା ଅନୁଯାୟୀ, ହେଲିକପ୍ଟରଟି ବିପଦରେ ଥିବା ଓ ଦୁର୍ଘଟଣାଗ୍ରସ୍ତ ହୋଇ ନିଆଁ ଲାଗିଯାଇଥିବା ନେଇ ଜରୁରୀକାଳୀନ ସେବା ସଂସ୍ଥାକୁ ଫୋନ୍ କଲ୍ ଆସିଥିଲା। ହାଇୱେ ୧୦ ନିକଟସ୍ଥ ‘ରାଙ୍ଗ୍ ଡେସ୍ ଏକୋସାଇସ୍’ ରାସ୍ତା ନିକଟରେ ହେଲିକପ୍ଟରଟି ଖସିପଡ଼ି ଜଳିଯାଇଥିଲା। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ଏକ ଘଣ୍ଟା ମଧ୍ୟରେ ନିଆଁକୁ ଆୟତ୍ତ କରିଥିଲେ। ଦୁର୍ଘଟଣାଗ୍ରସ୍ତ ବିମାନଟି ଏକ ଘରୋଇ ହେଲିକପ୍ଟର ବୋଲି ଜଣାପଡ଼ିଛି। ମୃତକଙ୍କ ସଠିକ୍ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ କ୍ରାଇମ୍ ସିନ୍ ଟେକ୍ନିସିଆନ୍ ଏବଂ ଟ୍ରାନ୍ସପୋର୍ଟେସନ୍ ସେଫ୍ଟି ବୋର୍ଡ ଅଫ୍ କାନାଡାର ତଦନ୍ତକାରୀ ଦଳ ମିଳିତ ଭାବେ ତଦନ୍ତ ଜାରି ରଖିଛନ୍ତି।

କାନାଡା ହେଲିକପ୍ଟର
Share. Facebook Twitter LinkedIn Email WhatsApp Copy Link

Related Posts

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ସିଜେପି ପ୍ରୋଟେଷ୍ଟକୁ ନେଇ ଆମେରିକାରେ ହଲଚଲ: ରୁବିଓଙ୍କୁ ଚିଠି ଲେଖିଲେ ୬ ଡେମୋକ୍ରାଟ୍ ସାଂସଦ

October 17, 2026
Latest News

ଜାଣନ୍ତୁ ଅକ୍ଟୋବର ୧୯ ତାରିଖ ସୋମବାରର ରାଶିଫଳ, କଣ ରହିଛି ଆଜିର ଭାଗ୍ୟଫଳ

October 19, 2026

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.