Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ
ଅନ୍ତରାଷ୍ଟ୍ରୀୟ

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

ନୂଆଦିଲ୍ଲୀ: ଆଫ୍ରିକୀୟ ଦେଶ ସୁଦାନରେ ଏକ ବଡ଼ଧରଣର ବିମାନ ଆକ୍ରମଣ ଘଟିଛି। ସୁଦାନ-ମିଶର ସୀମାନ୍ତବର୍ତ୍ତୀ ଏକ ବିବାଦୀୟ ଅଞ୍ଚଳରେ ଥିବା ସୁନା ଖଣି ଉପରେ ହୋଇଥିବା ଏହି ଏୟାରଷ୍ଟ୍ରାଇକରେ ୭୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ବହୁ ଲୋକ ଗୁରୁତର ଆହତ ହୋଇଛନ୍ତି। ‘ଇମରଜେନ୍ସି ଲୟାର୍ସ’ ନାମକ ସଂଗଠନ ଏହି ଆକ୍ରମଣ ପାଇଁ ମିଶର ବାୟୁସେନାକୁ ଦାୟୀ କରିଛି। ବିମାନ ଆକ୍ରମଣରୁ ବର୍ତ୍ତିଯାଇଥିବା ଶ୍ରମିକମାନେ ଅତ୍ୟନ୍ତ ଭୟଭୀତ ହୋଇ ପାହାଡ଼ରେ ଲୁଚି ରହିଥିଲେ। ପ୍ରତ୍ୟେକ୍ଷଦର୍ଶୀଙ୍କ କହିବାନୁଯାୟୀ, ଲଢ଼ୁଆ ବିମାନଟି ଖଣି ଉପରେ ପାଞ୍ଚ ଥର ବୋମାମାଡ଼ କରିଥିଲା। ଆକ୍ରମଣ ସମୟରେ ହଜାରରୁ ଅଧିକ ଶ୍ରମିକ ବିଭିନ୍ନ ସ୍ଥାନରେ କାମ କରୁଥିବାରୁ ମୃତାହତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ରାସ୍ତା ଉପରେ ବହୁ କ୍ଷତବିକ୍ଷତ ମୃତଦେହ ପଡ଼ିରହିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଏହାପୂର୍ବରୁ ଜୁନ୍ ମାସରେ ମଧ୍ୟ ମିଶର ସୀମା ନିକଟସ୍ଥ ଜାବାଲ ଅଲ-ଉକାୟଦାତ ଅଞ୍ଚଳରେ ଏକ ଅଣଲାଇସେନ୍ସପ୍ରାପ୍ତ ସୁନା ଖଣି ଉପରେ ଏହିପରି ଆକ୍ରମଣ ହୋଇଥିଲା।

ଏୟାରଷ୍ଟ୍ରାଇକ ଶ୍ରମିକ ନିହତ ସୁନା ଖଣି
Share. Facebook Twitter LinkedIn Email WhatsApp Copy Link

Related Posts

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗମ୍ଭୀର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମିନି କୁପର ଧକ୍କାରେ ୩ ମୃତ

October 12, 2026

ଷ୍ଟାରଲିଙ୍କକୁ ନେଇ ଭାରତରେ ସସପେନ୍ସ! ଲାଇସେନ୍ସ ମିଳିବାରେ ବିଳମ୍ବ ପଛରେ କ’ଣ କାରଣ?

October 12, 2026

ବାଣୀ ବିହାରରେ ବୋମାମାଡ଼ ଅଭିଯୋଗ, ଛାତ୍ର ସଂସଦ ନିର୍ବାଚନକୁ ନେଇ ତେଜିଲା ଉତ୍ତେଜନା; ୫ ପ୍ଲାଟୁନ୍ ଫୋର୍ସ ମୁତୟନ

October 12, 2026
Latest News

ସୁନା ଖଣିରେ ଏୟାରଷ୍ଟ୍ରାଇକ: ୭୨ ଶ୍ରମିକ ନିହତ

October 12, 2026

‘ବିରାଟଙ୍କୁ ଅବସର ପାଇଁ ବାଧ୍ୟ କରାଯାଇଥିଲା’: ଗମ୍ଭୀର ଅଭିଯୋଗ ଆଣିଲେ ପୂର୍ବତନ ଖେଳାଳି

October 12, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026

ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ: ଧର୍ମଶାଳା ଏବିଇଓଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

October 12, 2026

ଭୁବନେଶ୍ୱରରେ କାର୍‌ର ସିରିଜ୍ ଦୁର୍ଘଟଣା, ୭ ବାଇକ୍‌କୁ ଧକ୍କା; ୩ ଆହତ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.