Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

ନୂଆଦିଲ୍ଲୀ:ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ବଡ଼ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। କରାଚିରୁ ପେଶାୱର ଯାଉଥିବା ‘ରେହମାନ ବାବା ଏକ୍ସପ୍ରେସ୍’ ଶେର ଶାହ ନିକଟରେ ଲକ୍‌ଚ୍ୟୁତ ହେବାରୁ ଅନ୍ୟୂନ ୫ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ଆହତମାନଙ୍କୁ ଚିକିତ୍ସା ନିମନ୍ତେ ମୁଲତାନର ନିଶ୍ତର ହସ୍ପିଟାଲକୁ ପଠାଯାଇଛି। ପାକିସ୍ତାନ ରେଳବାଇର ମୁଖପାତ୍ର କାଲିମ ଅଖତର ଏହି ଘଟଣାର ସୂଚନା ଦେଇଛନ୍ତି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ପାକିସ୍ତାନର ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ଏବଂ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଗଭୀର ଶୋକ ପ୍ରକାଶ କରିବା ସହ ଆହତମାନଙ୍କୁ ଉତ୍ତମ ଚିକିତ୍ସା ଯାଗାଇଦେବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦୀର୍ଘ ଦିନର ଅବହେଳା, ପୁରୁଣା ରେଳଧାରଣା ଏବଂ ସଙ୍କେତ ବ୍ୟବସ୍ଥାରେ ତ୍ରୁଟି ଯୋଗୁ ପାକିସ୍ତାନରେ ପ୍ରାୟତଃ ଏଭଳି ଟ୍ରେନ୍ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି।

ପଞ୍ଜାବ ଟ୍ରେନ୍ ଲକ୍‌ଚ୍ୟୁତ ପାକିସ୍ତାନ ଟ୍ରେନ୍ ଦୁର୍ଘଟଣା ରେହମାନ ବାବା ଏକ୍ସପ୍ରେସ୍
Share. Facebook Twitter LinkedIn Email WhatsApp Copy Link

Related Posts

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026

ପ୍ରଧାନମନ୍ତ୍ରୀ ମୋଦି ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

October 13, 2026

ଭାରତ-ଆମେରିକା ସମ୍ପର୍କରେ ନୂଆ ମୋଡ଼! ପ୍ରତିରକ୍ଷାଠାରୁ ଔଷଧ ପର୍ଯ୍ୟନ୍ତ ବଢ଼ିବ ସହଯୋଗ, ଟ୍ରମ୍ପ-ମୋଦୀ ଆଲୋଚନା ପରେ ବଡ଼ ସଙ୍କେତ

October 13, 2026

ଦିଲ୍ଲୀରେ CJP ର ପ୍ରତିବାଦ: ଆଶୁତୋଷ ରାଙ୍କା ଓ ସୌରଭ ଦାସ ଅଟକ

October 13, 2026
Latest News

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026

Truecallerରୁ ହଟାନ୍ତୁ ନିଜ ନମ୍ବର ଓ ବ୍ୟକ୍ତିଗତ ତଥ୍ୟ, ଏହି ସହଜ ଟ୍ରିକ୍‌ ଜାଣି ରଖନ୍ତୁ

October 13, 2026

ପ୍ରଧାନମନ୍ତ୍ରୀ ମୋଦି ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

October 13, 2026

ଭାରତ-ଆମେରିକା ସମ୍ପର୍କରେ ନୂଆ ମୋଡ଼! ପ୍ରତିରକ୍ଷାଠାରୁ ଔଷଧ ପର୍ଯ୍ୟନ୍ତ ବଢ଼ିବ ସହଯୋଗ, ଟ୍ରମ୍ପ-ମୋଦୀ ଆଲୋଚନା ପରେ ବଡ଼ ସଙ୍କେତ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.