Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ୟୁଏଇ ସୀମାରେ ତୈଳ ଟ୍ୟାଙ୍କର ବିସ୍ଫୋରଣ, 2 ଭାରତୀୟ ନାବିକ ନିହତ
ଅନ୍ତରାଷ୍ଟ୍ରୀୟ

ୟୁଏଇ ସୀମାରେ ତୈଳ ଟ୍ୟାଙ୍କର ବିସ୍ଫୋରଣ, 2 ଭାରତୀୟ ନାବିକ ନିହତ

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ୟୁନାଇଟେଡ୍‌ ଆରବ ଏମିରେଟ୍‌ସ(ୟୁଏଇ) ସୀମାରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ଦୁଇ ଜଣ ଭାରତୀୟ ନାବିକ ପ୍ରାଣ ହରାଇଛନ୍ତି । ୟୁଏଇ ତଟରେ ଏକ ତୈଳ ଟ୍ୟାଙ୍କର ଯାଉଥିବା ଜାହାଜଟିରେ କୌଣସି କାରଣରୁ ବିସ୍ଫୋରଣ ଘଟିଥିଲା । ଜାହାଜରେ ସମୁଦାୟ 55 ଜଣ ବ୍ୟକ୍ତି ରହିଥିବା ବେଳେ ତନ୍ମଧ୍ୟରୁ 12 ଜଣ ଜାହାଜ କର୍ମଚାରୀ ରହିଛନ୍ତି । ବିସ୍ଫୋରଣ ପରେ ଦୁଇ ଜଣ ଭାରତୀୟ ନିହତ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଅଛନ୍ତି । ବିସ୍ଫୋରଣ ପରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା 10 ଜଣ ନିଖୋଜ ରହିଛନ୍ତି । (ଏଜେନ୍ସୀ)

blast uae
Share. Facebook Twitter LinkedIn Email WhatsApp Copy Link

Related Posts

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026

ସ୍ୱ-ଗଣନା ପୋର୍ଟାଲ ମାଧ୍ୟମରେ ମୁଖ୍ୟ ଶାସନ ସଚିବଙ୍କ ନିଜସ୍ଵ ତଥ୍ୟ ପ୍ରଦାନ

April 2, 2026
Latest News

ଦୃଢ଼ ସଂକଳ୍ପ ଆଗରେ ହାର ମାନିଲା ପ୍ରତିବନ୍ଧକ: ନିମାପଡାର ଅନିତା ସାହୁଙ୍କ ସ୍ୱପ୍ନକୁ ଶକ୍ତି ଦେଇଛି ଜିଓ

April 2, 2026

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ସ୍ୱ-ଗଣନା ସଂପୂର୍ଣ୍ଣ କଲେ ପ୍ରଧାନମନ୍ତ୍ରୀ: ଜନଗଣନା ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ କଲେ ନିବେଦନ

April 2, 2026

ସ୍ୱ-ଗଣନା ପୋର୍ଟାଲ ମାଧ୍ୟମରେ ମୁଖ୍ୟ ଶାସନ ସଚିବଙ୍କ ନିଜସ୍ଵ ତଥ୍ୟ ପ୍ରଦାନ

April 2, 2026

ଜନଗଣନା-୨୦୨୭: ବିଶ୍ୱର ସବୁଠୁ ବଡ଼ ଜନଗଣନା ଅଭିଯାନ ଆରମ୍ଭ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.