Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଏକ ମାସରେ 9.6 ଲକ୍ଷ କୋଟି ଆୟ କଲେ ଏହି ବ୍ୟକ୍ତି, ଜାଣନ୍ତୁ କିଏ?
ଅନ୍ତରାଷ୍ଟ୍ରୀୟ

ଏକ ମାସରେ 9.6 ଲକ୍ଷ କୋଟି ଆୟ କଲେ ଏହି ବ୍ୟକ୍ତି, ଜାଣନ୍ତୁ କିଏ?

February 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏଲୋନ୍ ମସ୍କଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ
ମଣିଷକୁ ପଛରେ ପକାଇଦେବ ଏଆଇ: ଏଲୋନ୍ ମସ୍କଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

ନୂଆଦିଲ୍ଲୀ : ଏକମାସ ମଧ୍ୟରେ 9.6 ଲକ୍ଷ କୋଟି ଟଙ୍କା ଆୟ କରିଛନ୍ତି ଜଣେ ବ୍ୟକ୍ତି । ଜାଣିଲେ ଆଶ୍ଚର୍ଯ୍ୟ ହେବେ ବିଶ୍ବର ଏକ ନମ୍ବର ଧନୀ ଜେଫ୍‌ ବେଜୋସ୍‌ ଏହି ବ୍ୟକ୍ତି ନୁହନ୍ତି । ଏହି ବ୍ୟକ୍ତି ଜଣକ ହେଉଛନ୍ତି ଟେସ୍‌ଲାର ପ୍ରତିଷ୍ଠାତା ଏଲନ୍‌ ମସ୍କ । ଜାନୁୟାରୀ 2020ରେ ମସ୍କ 13.6 ବିଲିୟନ୍‌ ଡଲାର ବା 9.6 ଲକ୍ଷ କୋଟି ଟଙ୍କା ଆୟ କରିଛନ୍ତି । ଏହିଚ ସମୟରେ ବେଜୋସ୍‌ 9 ବିଲିୟନ୍‌ ଡଲାର ଆୟ କରିଛନ୍ତି । ଏହି ଅଭିବୃଦ୍ଧି ସହିତ ମସ୍କ ବିଶ୍ବର ଶ୍ରେଷ୍ଠ ଧନୀଙ୍କ ତାଲିକାରେ 35 ତମ ସ୍ଥାନରୁ 22 ତମ ସ୍ଥାନକୁ ଲମ୍ଫ ପ୍ରଦାନ କରିଛନ୍ତି । ଏହି ଅଭିବୃଦ୍ଧି ସହିତ ମସ୍କଙ୍କ ସମୁଦାୟ ସମ୍ପତ୍ତି ପରିମାଣ 44.1 ବିଲିୟନ୍‌ ଡଲାରରେ ପହଞ୍ଚିଛି । ଏହି ସମୟରେ ଟେସ୍‌ଲାର ଅଂଶଧନ ମୂଲ୍ୟରେ 20 ପ୍ରତିଶତର ଅଭିବୃଦ୍ଧି ଘଟିବା ସହିତ ଏହା 780 ଡଲାରରେ ପହଞ୍ଚିଛି । (ଏଜେନ୍ସୀ)

elonmusk
Share. Facebook Twitter LinkedIn Email WhatsApp Copy Link

Related Posts

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026
Latest News

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.