Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଚୀନ୍‌ରେ କୋରୋନା ଭାଇରସ୍‌ ଆତଙ୍କ : ମୃତ୍ୟୁ ସଂଖ୍ୟା 490କୁ ବୃଦ୍ଧି
ଅନ୍ତରାଷ୍ଟ୍ରୀୟ

ଚୀନ୍‌ରେ କୋରୋନା ଭାଇରସ୍‌ ଆତଙ୍କ : ମୃତ୍ୟୁ ସଂଖ୍ୟା 490କୁ ବୃଦ୍ଧି

February 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଜିଂ : ଚୀନ୍‌ରେ କୋରୋନା ଭାଇରସ୍‌ ଏହାର ଆତଙ୍କ ମଚାଇଛି । ଏହି ଭାଇରସ୍‌ ପ୍ରଭାବରେ ମୃତ୍ୟୁ ସଂଖ୍ୟା 490କୁ ବୃଦ୍ଧି ପାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା 24324ରେ ପହଞ୍ଚିଛି । ମଙ୍ଗଳବାର ଏହି ଭାଇରସ୍‌ ପ୍ରଭାବରେ ନୂତନ ଭାବରେ 65 ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏହି ସମସ୍ତ ମୃତ୍ୟୁ ଚୀନ୍‌ର ଉହାନ୍‌ ଏବଂ ହୁବେଇ ପ୍ରଦେଶରେ ଘଟିଥିବା ଜଣାପଡିଛି । ସଂକ୍ରମିତଙ୍କ ମଧ୍ୟରୁ 262 ଜଣଙ୍କ ଅବସ୍ଥା ଗୁରୁତର ରହିଛି । 1.85 ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉଥିବା ନେଇ ସୂଚନା ଦେଇଛି । ଚଳିତ ବର୍ଷର ମୃତ୍ୟୁ ସଂଖ୍ୟକା 2003-04 ବର୍ଷର ମୃତ୍ୟୁ ସଂଖ୍ୟାଠାରୁ ଅଧିକ ରହିଛି । ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଭାଇରସ୍ ବର୍ତ୍ତମାନ 20ଟି ରାଷ୍ଟ୍ରକୁ ବ୍ୟାପିବାରେ ଲାଗିଛି । ଏହା ମଧ୍ୟରେ ମଙ୍ଗଳବାର ହଂକଂରେ ପ୍ରଥମ କୋରୋନା ଭାଇରସ୍‌ ମୃତ୍ୟୁ ଘଟିଛି । (ଏଜେନ୍ସି)

china coronaoutbreak
Share. Facebook Twitter LinkedIn Email WhatsApp Copy Link

Related Posts

ଡେବ୍ୟୁ କରିବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ!: ଟିମ୍ ଇଣ୍ଡିଆରେ କାହାର ସ୍ଥାନ ନେବେ?

April 8, 2026

ଓଡ଼ିଶା ପୋଲିସ ପକ୍ଷରୁ ପେନସନ ଏବଂ ଜିପିଏଫ ଅଦାଲତ

April 8, 2026

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୩୪୩୫ ସିଲିଣ୍ଡର ଜବତ

April 8, 2026

ସୋଆ ଆଇଏଏସ୍ ର ୨-ଦିନିଆ ବାର୍ଷିିକ ଉତ୍ସବ ‘ଅର୍ଣ୍ଣ-୨୦୨୬’ ଉତ୍ସବର ଶୁଭାରମ୍ଭ

April 8, 2026
Latest News

ଡେବ୍ୟୁ କରିବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ!: ଟିମ୍ ଇଣ୍ଡିଆରେ କାହାର ସ୍ଥାନ ନେବେ?

April 8, 2026

ଓଡ଼ିଶା ପୋଲିସ ପକ୍ଷରୁ ପେନସନ ଏବଂ ଜିପିଏଫ ଅଦାଲତ

April 8, 2026

ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ଉପରେ କାର୍ଯ୍ୟାନୁଷ୍ଠାନ: ୩୪୩୫ ସିଲିଣ୍ଡର ଜବତ

April 8, 2026

ଫସଫେଟ୍‌ ଓ ପଟାସ ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡିକୁ କ୍ୟାବିନେଟ୍‌ ମଞ୍ଜୁରି

April 8, 2026

ସୋଆ ଆଇଏଏସ୍ ର ୨-ଦିନିଆ ବାର୍ଷିିକ ଉତ୍ସବ ‘ଅର୍ଣ୍ଣ-୨୦୨୬’ ଉତ୍ସବର ଶୁଭାରମ୍ଭ

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.