Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଥାଇ ସୈନ୍ୟଙ୍କ ଆଖିବୁଜା ଗୁଳିଚାଳନା : 10ରୁ ଅଧିକ ମୃତ
ଅନ୍ତରାଷ୍ଟ୍ରୀୟ

ଥାଇ ସୈନ୍ୟଙ୍କ ଆଖିବୁଜା ଗୁଳିଚାଳନା : 10ରୁ ଅଧିକ ମୃତ

February 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ୟାଙ୍କକ୍‌ : ଥାଇଲାଣ୍ଡର ଜଣେ ସୈନିକ ଆଖିବୁଜା ଗୁଳିଚାଳନା କରିବାରୁ 10ରୁ ଅଧିକ ଲୋକଙ୍କର ପ୍ରାଣହାନି ଘଟିଛି । ଶନିବାର ଅପରାହ୍ନରେ ଜଣେ ସୈନିକ ଏକ୍‌ ମଲ୍‌ ସମ୍ମୁଖରେ ଆଖିବୁଜା ଗୁଳିଚାଳନା କରିଥିବା ବେଳେ ଏହି ଘଟଣାରେ 10ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି । ଥାଇଲାଣ୍ଡ ରୟାଲ ପୋଲିସ୍‌ର ଅଧିକାରୀ କ୍ରିସାନ୍ନା ପଟ୍ଟାନଚୋରେନ୍‌ ଏହି ତଥ୍ୟ ପ୍ରକାଶ କରିଛନ୍ତି । 10 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ଆହତଙ୍କ ସଂଖ୍ୟା ସ୍ପଷ୍ଟ ହୋଇନଥିବା ବେଳେ ଆହତ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୈନ୍ୟଙ୍କ ନାମ ଗୋପନ ରଖାଯାଇଥିବା ବେଳେ ତାଙ୍କୁ ଗିରଫ କରାଯାଇଛି ।

thailand
Share. Facebook Twitter LinkedIn Email WhatsApp Copy Link

Related Posts

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026
Latest News

ଅମରାବତୀ ଏବେ ଆନ୍ଧ୍ରର ଏକମାତ୍ର ରାଜଧାନୀ

April 7, 2026

ସ୍ୱାସ୍ଥ୍ୟ ସୁରକ୍ଷାର ଆହ୍ୱାନ ଓ ପ୍ରତିବଦ୍ଧତା

April 7, 2026

ଗୁଳିମାଡ଼ରେ ଯୁବକ ମୃତ

April 7, 2026

୯ ମ ବ୍ୟାଚ ଡିଏସପି ପ୍ରୋବେସନରଙ୍କ ଦୀକ୍ଷାନ୍ତ ସମାରୋହ ଯୋଗଦେଲେ ଡିଜିପି

April 7, 2026

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ କାର୍ଯ୍ୟର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.