Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ହଫିଜ୍‌ ସଇଦ୍‌ଙ୍କୁ 5 ବର୍ଷର କାରାଦଣ୍ଡ
ଅନ୍ତରାଷ୍ଟ୍ରୀୟ

ହଫିଜ୍‌ ସଇଦ୍‌ଙ୍କୁ 5 ବର୍ଷର କାରାଦଣ୍ଡ

February 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲାହୋର : ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହଫିଜ୍‌ ସଇଦ୍‌କୁ ପାକିସ୍ତାନରର ଏକ କୋର୍ଟ 5 ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ଆତଙ୍କୀଙ୍କୁ ଅର୍ଥ ଯୋଗାଣ ମାମଲାରେ ପାକିସ୍ତାନୀ କୋର୍ଟ ହାଫିଜ୍‌କୁ ଦୋଷୀ ସାବ୍ୟସ୍ତ କରିବା ସହିତ 5 ବର୍ଷ ପାଇଁ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଲସ୍କର ଏ ତୋଏବା ଏବଂ ଜମାତ ଉଦ୍‌ ଦାଓ୍ବାକୁ ଅର୍ଥଯୋଗାଣ ଅଭିଯୋଗରେ ଦାୟର କରାଯାଇଥିବା ଦୁଇଟି ମାମଲାରେ ବିଚାର କରି କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ପାକିସ୍ତାନର ଏକ ଆତଙ୍କବାଦ ନିରୋଧୀ କୋର୍ଟ ହଫିଜ୍‌ଙ୍କୁ ଦଣ୍ଡାଦେଶ ଶୁଣାଇଛି । ଏହା ସହିତ ଉଭୟ ମାମଲାରେ ହଫିଜ୍‌ଙ୍କୁ 15 ହଜାର ଲେଖାଏଁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି ।(ଏଜେନ୍ସି)

hafeezsaeed pakistan
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.