Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»1357ରେ ପହଞ୍ଚିଲା କୋରୋନା ଭାଇରସ୍‌ ମୃତ୍ୟୁ : ଆକ୍ରାନ୍ତଙ୍କ ସଂଖ୍ୟା 60 ହଜାର
ଅନ୍ତରାଷ୍ଟ୍ରୀୟ

1357ରେ ପହଞ୍ଚିଲା କୋରୋନା ଭାଇରସ୍‌ ମୃତ୍ୟୁ : ଆକ୍ରାନ୍ତଙ୍କ ସଂଖ୍ୟା 60 ହଜାର

February 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଜିଂ : କୋରୋନା ଭାଇକରସ୍‌ର ପ୍ରଭାବରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ବୁଧବାର ସୁଦ୍ଧା ଏହି ଭାଇରସ୍‌ ପ୍ରଭାବରେ ମୃତକଙ୍କ ସଂଖ୍ୟା 1357ରେ ପହଞ୍ଚିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା 60 ହଜାରରେ ପହଞ୍ଚିଛି । ଚୀନ୍‌ର ହୁବେଇ ପ୍ରଦେଶରେ ନୂତନ ଭାବରେ 242 ଜଣ ପ୍ରାଣ ହରାଇଛନ୍ତି । ବୁଧବାର 13332 ଜଣ ନୂତନ ଆକ୍ରାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବିଶ୍ବର 20 ଟି ରାଷ୍ଟ୍ର ଏହି ଭାଇରସ୍‌ ଦ୍ବାରା ପ୍ରଭାବିତ ହୋଇଥିବା ବେଳେ ଏହି ଭାଇରସ୍‌ ପ୍ରଭାବରେ ବିଶ୍ବ ମୋବାଇଲ୍‌ କଂଗ୍ରେସକୁ ବାତିଲ କରାଯାଇଛି । (ଏଜେନ୍ସି)

china corona deathtoll hubei
Share. Facebook Twitter LinkedIn Email WhatsApp Copy Link

Related Posts

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Latest News

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.