Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଅଣାୟତ୍ତ କରୋନା : ମୃତ୍ୟୁ ସଂଖ୍ୟା 1600କୁ ବୃଦ୍ଧି
ଅନ୍ତରାଷ୍ଟ୍ରୀୟ

ଅଣାୟତ୍ତ କରୋନା : ମୃତ୍ୟୁ ସଂଖ୍ୟା 1600କୁ ବୃଦ୍ଧି

February 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ : ଚୀନରେ କରୋନା ଭାଇରସର ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେଉଛି । ଏହି ରୋଗରେ ମୃତକଙ୍କ ସଂଖ୍ୟା 1660ରେ ପହଞ୍ଚିଛି । ଗତକାଲି 143ଜଣଙ୍କ ମୃତ୍ୟୁ ହୋଇଛି । କେବଳ ହୁବେଇରେ କରୋନା ଭାଇରସ ଲାଗି 139 ଜଣ ଲୋକଙ୍କ ମୃତ୍ୟୁ ହୋଇଛି । କରୋନା ଭାଇରସର କେନ୍ଦ୍ରସ୍ଥଳ ପାଲଟିଥିବା ହୁବେଇ ରାଜ୍ୟରେ ଏହି ସଂକ୍ରମଣ 1843 ଜଣଙ୍କ ଠାରେ ନୂତନ ଭାବେ ଦେଖିବାକୁ ମିଳିଛି । ଚୀନରେ ଏବେ କରୋନା ଭାଇରସ ଯୋଗୁଁ 68 ହଜାରରୁ ଅଧିକ ଲୋକ ସଂକ୍ରମିତ ଅଛନ୍ତି । କରୋନାକୁ ବିଶ୍ବ ସଂକଟ ଭାବେ ଘୋଷଣା କରିଛି ଡବ୍ଲୁଏଚ୍‌ଓ । (ଏଜେନ୍ସି)

coronvirus
Share. Facebook Twitter LinkedIn Email WhatsApp Copy Link

Related Posts

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026
Latest News

କାନପୁରରେ ଟ୍ରେନିଂ ବିମାନ ଦୁର୍ଘଟଣା, ପାଇଲଟ୍‌-କୋ-ପାଇଲଟ୍‌ ମୃତ

August 28, 2026

ଗଞ୍ଜାମରେ ବିସ୍ଥାପିତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି : ୧,୩୭୧ ପରିବାର ପାଇଁ  ୭୫.୬୦ କୋଟିର ପ୍ୟାକେଜ ଘୋଷଣା

August 27, 2026

ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

August 27, 2026

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026

କୋର୍ଟରେ ହାଜର ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.