Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନରେ ଗ୍ୟାସ୍‌ ଲିକ୍‌ : 5 ମୃତ, 70 ଆହତ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନରେ ଗ୍ୟାସ୍‌ ଲିକ୍‌ : 5 ମୃତ, 70 ଆହତ

February 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କରାଚୀ : ପାକିସ୍ତାନର କରାଚୀରେ ଗ୍ୟାସ୍‌ ଲିକ୍‌ ଘଟି 5 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 70ରୁ ଅଧିକ ଲୋକ ଆହତ ହୋଇଛନ୍ତି । ପାକିସ୍ତାନର ଦକ୍ଷିଣ ପ୍ରାନ୍ତରେ ଏକ କଣ୍ଟେନରରୁ ଗ୍ୟାସ୍‌ ଲିକ୍‌ ହେବା ସହିତ 5 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 70 ଜଣ ଅଚେତ ହୋଇ ପଡିଛନ୍ତି । ଦକ୍ଷିଣ କରାଚୀର ଡିଜିପି ସର୍ଜିଲ ଖରାଲ ଏହି ଗ୍ୟାସ୍‌ ଲିକ୍‌ ନେଇ ସୂଚନା ଦେଇଛନ୍ତି । କରାଚୀର କେମାରୀ ବନ୍ଦରରେ ଏକ କଣ୍ଟେନର ଲାଗିବା ପରେ ଏଥିରୁ ବିଷାକ୍ତ ଗ୍ୟାସ୍‌ ନିର୍ଗତ ହୋଇ 5 ଜଣଙ୍କର ମୃତ୍ୟୁ ଘଟିଥିଲା । ଆହତ ମାନଙ୍କୁ ସ୍ଥାନୀୟ ଆବ୍ବାସୀ ଶହୀଦ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । (ଏଜେନ୍ସି)

karachi pakistan
Share. Facebook Twitter LinkedIn Email WhatsApp Copy Link

Related Posts

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026
Latest News

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.