Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କୋରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା 2592କୁ ବୃଦ୍ଧି : 409 ନୂତନ କେସ୍‌ ପଞ୍ଜୀକୃତ
ଅନ୍ତରାଷ୍ଟ୍ରୀୟ

କୋରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା 2592କୁ ବୃଦ୍ଧି : 409 ନୂତନ କେସ୍‌ ପଞ୍ଜୀକୃତ

February 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଜିଂ : କୋରୋନା ଭାଇରସ୍‌ ପ୍ରଭାବରେ ମୃତ୍ୟୁ ସଂଖ୍ୟା 2592କୁ ବୃଦ୍ଧି ପାଇଛି । ରବିବାର 150 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 409ଟି ନୂତନ ମାମଲା ପଞ୍ଜୀକୃତ ହୋଇଛି । ଚୀନ୍‌ ଏବଂ ଜାପାନରେ ଏହି ଭାଇରସ୍‌ ତାଣ୍ଡବ ମଚାଇଥିବା ବେଳେ ଦକ୍ଷିଣ କୋରିଆରେ ଏହି ଭାଇରସ୍‌ ନିଜର ପ୍ରଭାବ ବିସ୍ତାର କରୁଛି । ରବିବାର ଦକ୍ଷିଣ କୋରିଆରେ ନୂତନ ଭାବରେ 161 ଜଣ ଆକ୍ରାନ୍ତ ହେବା ସହିତ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 763ରେ ପହଞ୍ଚିଛି । ସୋମବାର ମିଳିଥିବା ସୂଚନା ଅନୁଯାୟୀ ଚୀନ୍‌ରେ ବର୍ତ୍ତମାନ ସୁଦ୍ଧା 77 ହଜାର ବ୍ୟକ୍ତି ଏହି ଭାଇରସ୍‌ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ସେହିପରି ଇରାନ୍‌ରେ ବର୍ତ୍ତମାନ ସୁଦ୍ଧା 43 ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । (ଏଜେନ୍ସି)

china corona southkorea
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

June 27, 2026

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026

ଜନନାୟକାନ ପ୍ରଯୋଜକଙ୍କୁ ଦିଲ୍ଲୀରେ ନିଯୁକ୍ତ କଲେ ଥଲାପତି ବିଜୟ: ବିରୋଧ କଲେ ବିଜେପି-ଡିଏମକେ

June 27, 2026

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026
Latest News

OTAS ଅଧିକାରୀ ଭୀମସେନ ଟୁଡୁଙ୍କୁ ଚାକିରୀରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାରଣ

June 27, 2026

ସ୍ଥଗିତ ହେଲା ପରୀକ୍ଷା: TET ପେପର ଲିକ୍ ପରେ ଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି

June 27, 2026

ନୂତନ ପାସନ ମଡେଲ ଲଞ୍ଚ କଲା ହିରୋ: ୧ ଲିଟରରେ ଚାଲିବ ୭୧ କିମି, ଜାଣନ୍ତୁ ବୈଶିଷ୍ଟ୍ୟ

June 27, 2026

ଜନନାୟକାନ ପ୍ରଯୋଜକଙ୍କୁ ଦିଲ୍ଲୀରେ ନିଯୁକ୍ତ କଲେ ଥଲାପତି ବିଜୟ: ବିରୋଧ କଲେ ବିଜେପି-ଡିଏମକେ

June 27, 2026

ମହାନଦୀ ଜଳ ବିବାଦ: ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.