Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»27 ଶହ ଅତିକ୍ରମ କଲା କୋରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା
ଅନ୍ତରାଷ୍ଟ୍ରୀୟ

27 ଶହ ଅତିକ୍ରମ କଲା କୋରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା

February 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଜିଂ : ଚୀନ୍‌ରେ ତାଣ୍ଡବ ମଚାଇଛି କୋରୋନା ଭାଇରସ୍‌ । ଗୁରୁବାର ମିଳିଥିବା ସୂଚନା ଅନୁଯାୟୀ ଏହି ଭାଇରସ୍‌ ପ୍ରଭାବରେ ମୃତ୍ୟୁ ସଂଖ୍ୟା 27 ଶହ ଅତିକ୍ରମ କରିଛି । ଧୀରେ ଧୀରେ ଏହି ଭାଇରସ୍‌ର ପ୍ରଭାବ ନିୟନ୍ତ୍ରଣକୁ ଆସିଥିଲେ ମଧ୍ୟ ଏପ୍ରିଲ୍‌ ପୂର୍ବରୁ ଏହାକୁ ସମ୍ପୂର୍ଣ୍ଣ ଦମନ କରିହେବ ନାହିଁ । ଏହି ଭାଇରସ୍‌ ଦ୍ବାରା ଆକ୍ରାନ୍ତଙ୍କ ସଂଖ୍ୟ 78,497ରେ ପହଞ୍ଚିଛି । ବୁଧବାର ଏହି ଭାଇରସ୍‌ ପ୍ରଭାବରେ 57 ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ନୂତନ ଭାବରେ 433 ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ 32495 ଜଣ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । (ଏଜେନ୍ସି)

china corona
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.