Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ପାକିସ୍ତାନରେ ଟ୍ରେନ୍‌-ବସ୍‌ ଧକ୍କା : 20 ମୃତ
ଅନ୍ତରାଷ୍ଟ୍ରୀୟ

ପାକିସ୍ତାନରେ ଟ୍ରେନ୍‌-ବସ୍‌ ଧକ୍କା : 20 ମୃତ

February 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇସଲାମାବାଦ : ପାକିସ୍ତାନରେ ଏକ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି । ସିନ୍ଧ ପ୍ରଦେଶରେ ଏକ ଟ୍ରେନ୍‌ ଏବଂ ବସ୍‌ ମଧ୍ୟରେ ଦୁର୍ଘଟଣା ଘଟି 20 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 60 ଜଣ ଆହତ ହୋଇଛନ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ସୁକୁର୍‌ ସହରର ରୋହ୍‌ରୀ ରେଳ ଷ୍ଟେସନ୍‌ରେ ଏହି ଦୁର୍ଘଟଣା ଘଟିଥିଲା । ଟ୍ରେନ୍‌ଟି କରାଚୀରୁ ରାଓ୍ବଲପିଣ୍ଡି ଅଭିମୁଖେ ଯାତ୍ରା କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଏକ ରେଲଓ୍ବେ କ୍ରସିଂରେ କୌଣସି ଗେଟ୍‌ ନଥିବାରୁ ଏହି ଦୁର୍ଘଟଣା ଘଟିଥିଲା । ବସ୍‌ରେ 20 ଜଣ ଯାତ୍ରୀ ରହିଥିବା ବେଳେ ବସ୍‌ଟି ଟ୍ରେନ୍‌ ଆଗରେ 150ରୁ 200 ମିଟର ପର୍ଯ୍ୟନ୍ତ ଘୋଷାଡି ହୋଇ ଯାଇଥିଲେ । ସମସ୍ତ ବସ୍‌ ଯାତ୍ରୀଙ୍କ ପ୍ରାଣହାନି ଘଟିଥିବା ବେଳେ ଟ୍ରେନ୍‌ର କିଛି ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଏକାଧିକଙ୍କ ଅବସ୍ଥା ଗୁରୁତର ରହିଛି । ପାକିସ୍ତାନ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । (ଏଜେନ୍ସି)

pakistan trainaccident
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.