Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ଭାଇରସ: ଇରାନରେ ୪୩ ଜଣଙ୍କ ମୃତ୍ୟୁ
ଅନ୍ତରାଷ୍ଟ୍ରୀୟ

କରୋନା ଭାଇରସ: ଇରାନରେ ୪୩ ଜଣଙ୍କ ମୃତ୍ୟୁ

March 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇରାନ : ଚୀନରୁ ବ୍ୟାପିଥିବା ଭୟଙ୍କର କରୋନା ଭାଇରସରେ ମୃତ୍ୟୁ ସଂଖ୍ୟା ୨୯୭୭ରେ ପହଞ୍ଚିଛି। ଏହି ଭାଇରସ ଯୋଗୁଁ ବିଶ୍ୱରେ ୮୬ ହଜାର ୬୧୧ ଜଣ ସଂକ୍ରମିତ ଅଛନ୍ତି ।  କରୋନାର ଭୟାବହତାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଚିନ୍ତା ପ୍ରକଟ କରିଛି । ଏହି ଭାଇରସ୍‌ ଯୋଗୁଁ ଚୀନ ପରେ ଇରାନରେ ଦ୍ୱିତୀୟ ସର୍ବାଧିକ ମୃତ୍ୟୁ ହୋଇଛି । ଏହି ଦେଶରେ ୪୩ ଜଣଙ୍କ ମୃତ୍ୟୁର କାରଣ ହୋଇଛି କରୋନା ଭାଇରସ । ମୋଟ ୫୯୩ ଜଣ ସଂକ୍ରମିତ ଅଛନ୍ତି । ଇଟାଲିରେ ୨୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦକ୍ଷିଣ କୋରିଆରେ ମୃତକଙ୍କ ସଂଖ୍ୟା ୧୭ରେ ପହଞ୍ଚିଛି । (ଏଜେନ୍ସି)

 

Share. Facebook Twitter LinkedIn Email WhatsApp Copy Link

Related Posts

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026
Latest News

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.