Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କୋରୋନା ଭାଇରସ୍‌ ଆତଙ୍କ : ମକ୍କାଯାତ୍ରା ଉପରେ ରୋକ୍‌ ସାଉଦି ଆରବର ରୋକ୍‌
ଅନ୍ତରାଷ୍ଟ୍ରୀୟ

କୋରୋନା ଭାଇରସ୍‌ ଆତଙ୍କ : ମକ୍କାଯାତ୍ରା ଉପରେ ରୋକ୍‌ ସାଉଦି ଆରବର ରୋକ୍‌

March 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କୋରୋନା ଭାଇରସ୍‌ ଆତଙ୍କ କାରଣରୁ ମକ୍କାଯାତ୍ରା ଉପରେ କଟକଣା ଲଗାଇଛି ସାଉଦି ଆରବ । ସମଗ୍ର ବିଶ୍ବରେ କୋରୋନାର ଭୟାବହତା ବଢିଚାଲିଥିବା ବେଳେ ମୃତ୍ୟୁସଂଖ୍ୟା 3100 ଅତିକ୍ରମ କରିଛି । ବିଶ୍ବର ବିଭିନ୍ନ ରାଷ୍ଟ୍ର ପକ୍ଷରୁ ପ୍ରତିଶେଧକ ମୂଳକ ପଦକ୍ଷେପ ଗ୍ରହଣ କରିଥିବା ବେଳେ ସାଉଦି ଆରବ ପକ୍ଷରୁ ମକ୍କାଯାତ୍ରା ଉପରେ କଟକଣା ଜାରି କରାଯାଇଛି । ଏହି ଭାଇରସ୍‌ ସଙ୍କ୍ରମଣ ସମ୍ଭାବନା ଅଧିକ ରହିଥିୁବାରୁ ସାଉଦି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, କୋରୋନା ପ୍ରଭାବରେ ଭାରତରେ 28 ଜଣ ସଙ୍କ୍ରମିତ ହୋଇଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ସଙ୍କ୍ରମିତ 28 ଜଣଙ୍କ ମଧ୍ୟରେ 15 ଜଣ ଇଟାଲୀ ନାଗରିକ ରହିଥିବା ଜଣାପଡିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025

ମୋଟରସାଇକେଲ ଧକ୍କାରେ ବୃଦ୍ଧ ଓ ଚାଳକର ମୃତ୍ୟୁ

November 9, 2025
Latest News

“ବେଇମାନ ଓ ଚୋରୀ” କୁ ନେଇ ନୂଆପଡାରେ ବିଜେପି ସଭାପତି ମନମୋହନ ସାମଲ କହିଲେ.. 

November 9, 2025

ନୂତନ ଅପରାଧିକ ଆଇନ ସାରା ଦେଶରେ ଅକ୍ଷରେ ଅକ୍ଷରେ କାର୍ଯ୍ୟକାରୀ ହେଉଛି: କେନ୍ଦ୍ର ଗୃହ ସଚିବ

November 9, 2025

ପୁରୁଣା ପେନସନ ଦାବି: ୨୫ ନଭେମ୍ବର ଦିଲ୍ଲୀ ଚାଲ ମହାଆନ୍ଦୋଳନ

November 9, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ଡିମିରିକୁଦା ଗ୍ରାମ ନିକଟରେ ଅଜଣା ଗାଡ଼ି ଧକ୍କାରେ ମା’ ପୁଅ ମୃତ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.