Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଭାରତ ପରେ ପାକିସ୍ତାନରେ କାୟା ବିସ୍ତାର କରୁଛି କୋରୋନା : 16 ଆକ୍ରାନ୍ତ
ଅନ୍ତରାଷ୍ଟ୍ରୀୟ

ଭାରତ ପରେ ପାକିସ୍ତାନରେ କାୟା ବିସ୍ତାର କରୁଛି କୋରୋନା : 16 ଆକ୍ରାନ୍ତ

March 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇସଲାମାବାଦ : ଭାରତରେ କାୟା ବିସ୍ତାର କରିବା ପରେ ପଡୋଶୀ ପାକିସ୍ତାନରେ ନିଜର ଆତଙ୍କ ମଚାଇଛି କୋରୋନା ଭାଇରସ୍‌ । ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା 50 ଛୁଇଁଥିବା ବେଳେ ପାକିସ୍ତାନରେ ଆକ୍ରାନ୍ତଙ୍କ ସଂଖ୍ୟା 16ରେ ପହଞ୍ଚିଛି । ସୋମବାର ଦିନ କରାଚୀରେ 7 ଜଣ କୋରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମଙ୍ଗଳବାର 9 ଜଣ ନୂତନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । 16 ଜଣଙ୍କ ମଧ୍ୟରୁ 13 ଜଣ କରାଚୀରୁ ରହିଥିବା ବେଳେ ଗିଲ୍‌ଗିଟ୍‌-ବାଲ୍ଟିସ୍ତାନର ଦୁଇ ଜଣ ଏବଂ ଇସଲାମାବାଦରେ ଜଣେ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଚିହ୍ନଟ ରୋଗୀଙ୍କ ମଧ୍ୟରୁ 9 ଜଣ ବିଦେଶ ଗସ୍ତ କରିଥିଲେ । 6 ଜଣ ଦୋହାରୁ ଫେରିଥିବା ବେଳେ ତିନି ଜଣ ଲଣ୍ଡନରୁ ଦୁବାଇ ଦେଇ ପାକ୍‌ ଫେରିଥିଲେ ।(ଏଜେନ୍ସି)

corona pakistan
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ସୂର୍ଯ୍ୟଙ୍କ ପରି ଚମକିବ ଭାଗ୍ୟ ପଢନ୍ତୁ ଆଜିର ରାଶିଫଳ

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026
Latest News

ଆଜି ଓଡିଶା ବନ୍ଦ: ଜନସାଧାରଣଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଲେ ଡିଜିପି

October 8, 2026

ଆଜି କେଉଁ ରାଶିର ବ୍ୟକ୍ତିଙ୍କ ସୂର୍ଯ୍ୟଙ୍କ ପରି ଚମକିବ ଭାଗ୍ୟ ପଢନ୍ତୁ ଆଜିର ରାଶିଫଳ

October 8, 2026

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: କେଉଁ ସେବା ବନ୍ଦ, କାହାକୁ ମିଳିବ ଛାଡ଼?

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.