Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଇଟାଲୀରେ କରୋନା ଆତଙ୍କ : 24 ଘଣ୍ଟାରେ 250ଙ୍କ ଗଲା ଜୀବନ
ଅନ୍ତରାଷ୍ଟ୍ରୀୟ

ଇଟାଲୀରେ କରୋନା ଆତଙ୍କ : 24 ଘଣ୍ଟାରେ 250ଙ୍କ ଗଲା ଜୀବନ

March 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇଟାଲୀ :ଚୀନ ପରେ ଇଟାଲୀରେ କରୋନା ଭାଇରସ ବ୍ୟାପକ ରୂପ ନେଇଛି । ବିଗତ 24ଘଣ୍ଟା ମଧ୍ୟରେ 250 ଜଣଙ୍କ ମୃତ୍ୟୁ ଘଟିଛି । ଏହା ଗୋଟିଏ ଦିନରେ ସର୍ବାଧିକ ମୃତ୍ୟୁ ସଂଖ୍ୟା ବୋଲି ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାଯାଇଛି । ଏଥି ସହ ଇଟାଲୀରେ କରୋନାରେ ମୃତ୍ୟୁ ସଂଖ୍ୟା 1266ରେ ପହଞ୍ଚିଛି । ମୋଟ 17 ହଜାର 660 ଲୋକ ସଂକ୍ରମିତ ହୋଇଛନ୍ତି ।

ସୂଚନାଯୋଗ୍ୟ, ଇଟାଲୀରେ କରୋନା ଭାଇରସ ଭୟଙ୍କର ରୂପ ନେଇଛି । ଭାରତର କିଛି ଲୋକ ଇଟାଲୀରେ ଫସିଛନ୍ତି । ଇଟାଲୀରେ ଫସିଥିବା ଭାରତୀୟଙ୍କୁ ଉଦ୍ଧାର କରାଯିବା ପାଇଁ ଯୋଜନା ଚାଲିଛି । ଭାରତର ଏକ ମେଡିକାଲ ଟିମ୍‌ ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି । ଭାରତର ଦୂତାବାସ ପକ୍ଷରୁ କୁହାଯାଇଛି ଯେ, ବହୁତ ଶୀଘ୍ର ସନ୍ଦିଗ୍ଧଙ୍କ ଯାଞ୍ଚ କରାଯାଉଛି । ଇଟାଲୀର ସରକାରୀ ତଥ୍ୟ ଅନୁସାରେ ଏକ ଲକ୍ଷ ୬୦ ହଜାରରୁ ଅଧିକ ଭାରତୀୟ ସେଠାରେ ରହୁଛନ୍ତି । ସେଠାରେ ଫସି ରହିଥିବା ଛାତ୍ର ଏବଂ ଲୋକଙ୍କ ସହ କ୍ରମାଗତ ଭାବେ ଯୋଗାଯୋଗ କରାଯାଉଛି ବୋଲି ଭାରତୀୟ ଦୂତାବସା ଜଣାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Latest News

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ଘର ପ୍ରତିଷ୍ଠା ଭୋଜି ପଡ଼ିଲା ମହଙ୍ଗା, ଝାଡ଼ାବାନ୍ତିରେ ୧୦୦ରୁ ଅଧିକ ଆକ୍ରାନ୍ତ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.