Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସାର୍କ ସମ୍ମିଳନୀରେ ପୁଣି କାଶ୍ମୀର ପ୍ରସଙ୍ଗ ଉଠାଇଲା ପାକିସ୍ତାନ
ଅନ୍ତରାଷ୍ଟ୍ରୀୟ

ସାର୍କ ସମ୍ମିଳନୀରେ ପୁଣି କାଶ୍ମୀର ପ୍ରସଙ୍ଗ ଉଠାଇଲା ପାକିସ୍ତାନ

March 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କୋରୋନା ଭାଇରସ୍‌ ଆତଙ୍କ କାରଣରୁ ଚଳିତ ବର୍ଷର ସାର୍କ ସମୁଦାୟ ବୈଠକକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରାଯାଉଥିବା ବେଳେ ଭାରତର ପଡୋଶୀ ରାଷ୍ଟ୍ର ପାକିସ୍ତାନ ପୁଣି ଥରେ କାଶ୍ମୀର ପ୍ରସଙ୍ଗ ଉଠାଇଛି । କୋରୋନା ଭାଇରସ୍‌ କାରଣରୁ ବିଶ୍ବ ସଙ୍କଟରେ ରହିଥିବା ବେଳେ ପାକିସ୍ତାନର ଜାମ୍ମୁ କାଶ୍ମୀର ପ୍ରସଙ୍ଗ ଉଠାଇବାକୁ ସୋସିଆଲ ମିଡିଆରେ ସମାଲୋଚନା କରାଯାଇଛି । ଜମ୍ମୁ କାଶ୍ମୀରରୁ ସମସ୍ତ ପ୍ରକାର କଟକଣା ଉଠାଇବା ପାଇଁ ପାକିସ୍ତାନ ପକ୍ଷରୁ କୁହାଯାଇଥିଲା । ଏହି ସମ୍ମିଳନୀରେ ମୋଦି ସମସ୍ତ ରାଷ୍ଟ୍ରଙ୍କୁ କୋରୋନାର ମୁକାବିଲାର ପରାମର୍ଶ ଦେଇଥିଲେ । ପ୍ରସ୍ତୁତ ରହିବା ସହିତ ଦୃଢ ଭାବରେ ଭାଇରସ୍‌ର ମୁକାବିଲା କରିବା ପାଇଁ ମୋଦି ସମସ୍ତ ରାଷ୍ଟ୍ରମୁଖ୍ୟଙ୍କୁ ପରାମର୍ଶ ଦେଇଥିଲେ । ଏହା ସହିତ ଭୟଭୀତ ନହେବା ପାଇଁ ମୋଦି ପରାମର୍ଶ ଦେଇଥିଲେ । ଏହା ସହିତ ସମସ୍ତ ସାର୍କ ସମୁଦାୟ ରାଷ୍ଟ୍ର ନିମନ୍ତେ ଭାରତୀୟ ମେଡିକାଲ୍ ଟିମ୍‌ ପ୍ରସ୍ତୁତ ରହିଛି । କୌଣସି ରାଷ୍ଟ୍ର ଆବଶ୍ୟକ କଲେ ମେଡିକାଲ୍‌ ଟିମ୍‌ ପଠାଯିବ ବୋଲି ମୋଦି କହିଥିଲେ । ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ ମୋଦିଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଭାରତରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 107 ପହଞ୍ଚିଥିବା ବେଳେ ଦୁଇ ଜଣ ପ୍ରାଣ ହରାଇଛନ୍ତି । (ଏଜେନ୍ସି)

j&k pakistan saarc
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Latest News

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.