Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରେନା ଅପଡେଟ୍‌ : 10 ହଜାର ଟପିଲା ମୃତକଙ୍କ ସଂଖ୍ୟା
ଅନ୍ତରାଷ୍ଟ୍ରୀୟ

କରେନା ଅପଡେଟ୍‌ : 10 ହଜାର ଟପିଲା ମୃତକଙ୍କ ସଂଖ୍ୟା

March 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କରୋନା ଭାଇରସରେ ଏବେ ବିଶ୍ବ ଥରହର। ସାରା ବିଶ୍ବରେ ଏହି ଭାଇରସରେ ମୃତକଙ୍କ ସଂଖ୍ୟା ଦଶହଜାର ଟପି ସାରିଲାଣି। ଚୀନର ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍‌ ଏବେ ଇଟାଲୀରେ କାୟା ବିସ୍ତାର କରୁଛି। ଚୀନଠାରୁ ଇଟାଲୀରେ ଅଧିକ ଲୋକ ଏଥିରେ ଆକ୍ରାନ୍ତ ତଥା ମୃତ୍ୟୁବରଣ କରୁଛନ୍ତି। ଏହି ଭାଇରସ୍‌ ଯୋଗୁଁ ମୃତ୍ୟୁ ସଂଖ୍ୟା 10, 041ରେ ପହଞ୍ଚିଥିବାବେଳେ ଇଟାଲୀରେ ସବୁଠୁ ଅଧିକ 3405 ଜଣଙ୍କର ମୃତ୍ୟୁ ହୋଇଛି। ଏହି ରୋଗରେ ବର୍ତ୍ତମାନ ପର୍ଯ୍ୟନ୍ତ 245,749 ଜଣ ସଂକ୍ରମିତ ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 88,441 ଜଣ । ସେହିପରି ଏହି ରୋଗ 180ଟି ଦେଶକୁ ବ୍ୟାପିଛି। ପାକିସ୍ତାନରେ ଏହି ରୋଗରେ 454 ଜଣ ଆକ୍ରାନ୍ତ ହୋଇଥିବାବେଳେ ଦୁଇଜଣ ମୃତ୍ୟୁବରଣ କରିଛନ୍ତି ସେହିପରି ଆମେରିକାରେ 217 ଜଣ ଏହି ରୋଗରେ ମୃତ୍ୟୁବରଣ କରିଥିବାବେଳେ 14,340 ଜଣ ଆକ୍ରାନ୍ତ ହୋଇଛନ୍ତି।

ତେବେ କରୋନାକୁ ନେଇ ମନରେ ଉଠୁଥିବା ଡର ଓ ଭୟକୁ ଦୂର କରି ଏହି ରୋଗଠାରୁ ସତର୍କ ରୁହନ୍ତୁ। ସତର୍କତା ଓ ସଚେତନତା ହିଁ ଏହି ରୋଗ କବଳରୁ ଆମକୁ ଦୂରେଇ ରଖିପାରିବ।

ସମୀକ୍ଷା ତରଫରୁ ପ୍ରସ୍ତୁତ କରୋନା ଅପଡେଟ୍‌ :

 

coronaupadate
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026

ବ୍ରିକ୍ସ ପାଇଁ ଉଡାଣ ଭରିବା ପରେ ଟ୍ରମ୍ପଙ୍କୁ ତାଚ୍ଛଲ୍ୟ କଲେ ଇରାନ ରାଷ୍ଟ୍ରପତି: ଭାରତକୁ ପ୍ରଶଂସା

September 11, 2026

ସୁନା ଓ ରୂପା ହେଲା ମହଙ୍ଗା: ଜାଣନ୍ତୁ ଆଜିର ମୂଲ୍ୟ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.