Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କରୋନା ମହାମାରୀ : ଗତ 24 ଘଣ୍ଟାରେ ଆମେରିକାରେ 100ରୁ ଉର୍ଦ୍ଧ୍ବ ମୃତ୍ୟୁ, ବିଶ୍ବରେ 14000 ପାର୍‌ କଲା ମୃତକଙ୍କ ସଂଖ୍ୟା
ଅନ୍ତରାଷ୍ଟ୍ରୀୟ

କରୋନା ମହାମାରୀ : ଗତ 24 ଘଣ୍ଟାରେ ଆମେରିକାରେ 100ରୁ ଉର୍ଦ୍ଧ୍ବ ମୃତ୍ୟୁ, ବିଶ୍ବରେ 14000 ପାର୍‌ କଲା ମୃତକଙ୍କ ସଂଖ୍ୟା

March 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : କରୋନା ମହାମାରୀ ସାରା ବିଶ୍ବରେ ପ୍ରକୋପ ଜାରି ରଖିଛି । ଦୁନିଆରା 192ଟି ଦେଶରେ ଏହି କରୋନା ବ୍ୟାପି ସାରିଛି । ବିଗତ ପାଞ୍ଚ ଦିନ କରେ କରୋନା ମୃତ୍ୟୁ ହାର 9ରୁ 13 ପ୍ରତିଶତକୁ ବୃଦ୍ଧି ପାଇଛି । ଗତ 24 ଘଣ୍ଟା ମଧ୍ୟରେ ଆମେରିକାରେ 100ରୁ ଅଧିକ ଲୋକ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି । ଆମେରିକାରେ ସର୍ବମୋଟ 452 ଜଣ ଏହି ରୋଗରେ ମୃତ୍ୟୁବରଣ କରିଛନ୍ତି । ଏପରିକି ସିନେଟର୍‌ ରେଣ୍ଡ ପର୍ଲ ମଧ୍ୟ କରୋନା ଦ୍ବାରା ସଂକ୍ରମିତ ହୋଇଛନ୍ତି ।

କରୋନା ଯୋଗୁଁ ସାରା ବିଶ୍ବରେ 339,026 ଲୋକ ଆକ୍ରାନ୍ତ ହୋଇଥିବାବେଳେ ଏଥିରେ ମୃତ୍ୟୁବରଣ କରିଛନ୍ତି 14,698 । ସେହିପରି ଏହି ରୋଗରୁ ସୁସ୍ଥ ହୋଇଛନ୍ତି 99,014 ଜଣ । ଚାଇନାରୁ ବୁହାନ ସହରରୁ ଆରମ୍ଭ ହୋଇଥିବା ଏହି ରୋଗଟି ଏବେ ଇଟାଲୀରେ ତାଣ୍ଡବ କରୁଛି । ଇଟାଲୀରେ ସର୍ବାଧିକ ମୃତ୍ୟୁ 5,476ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏଥିରେ ଆକ୍ରାନ୍ତ ହୋଇଛନ୍ତି 59, 138 ଜଣ । ଇଟାଲୀ ପରେ ସ୍ପେନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବେଶ୍‌ ଦ୍ରୁତଗତିରେ ବୃଦ୍ଧି ପାଉଛି । ସ୍ପେନ୍‌ରେ ଏହି ରୋଗ ଯୋଗୁଁ 1772ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା 28,768 ରହିଛି । ପୂରା ୟୁରୋପ ଏବେ ଲକ୍‌ ଡାଉନ୍‌ ଅବସ୍ଥାରେ ରହିଛି। ସେହିପରି ପାକିସ୍ତାନରେ 799 ଜଣ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା 6ରେ ପହଞ୍ଚିଛି ।

ସମୀକ୍ଷା ତରଫରୁ ପ୍ରସ୍ତୁତ କରୋନା ଅପଡେଟ୍‌ :

Share. Facebook Twitter LinkedIn Email WhatsApp Copy Link

Related Posts

PCB କୁ ଝଟକା ଦେଲା ICC: ଏସିଆ କପ୍ ରୁ ବାଦ ପଡିବ କି ପାକିସ୍ତାନ?

September 16, 2025

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025
Latest News

PCB କୁ ଝଟକା ଦେଲା ICC: ଏସିଆ କପ୍ ରୁ ବାଦ ପଡିବ କି ପାକିସ୍ତାନ?

September 16, 2025

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.