Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଆଫଗାନିସ୍ତାନ ଗୁରୁଦ୍ବାରରେ ଗୁଳିକାଣ୍ଡ : 27 ମୃତ
ଅନ୍ତରାଷ୍ଟ୍ରୀୟ

ଆଫଗାନିସ୍ତାନ ଗୁରୁଦ୍ବାରରେ ଗୁଳିକାଣ୍ଡ : 27 ମୃତ

March 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କାବୁଲ୍ : ଆଫଗାନିସ୍ତାନରେ ଏକ ଗୁରୁଦ୍ବାରରେ ଗୁଳିକାଣ୍ଡ ଘଟି 27 ଜଣଙ୍କର ପ୍ରାଣହାନି ଘଟିଛି । 27 ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ 9 ଜଣ ଗୁରୁତର ଆହତ ହୋଇଛନ୍ତି । ବୁଧବାର ଆଫଗାନିସ୍ତାନର କାବୁଲରେ ଏକ ଗୁରୁଦ୍ବାରରେ ଶିଖ ସମ୍ପ୍ରଦାୟର ଲୋକମାନେ ପ୍ରାର୍ଥନା କରୁଥିବା ସମୟରେ କିଛି ବନ୍ଧୁକ ଧାରୀ ଆତତାୟୀ ଅତର୍କିତ ଆକ୍ରମଣ କରିଥିଲେ । ଆକ୍ରମଣ ସମୟରେ ଗୁରୁଦ୍ବାରରେ 150ରୁ ଅଧିକ ଶ୍ରଦ୍ଧାଳୁ ଉପସ୍ଥିତ ରହିଥିଲେ । ଘଟଣା ସ୍ଥଳରେ 27 ଜଣ ପ୍ରାଣ ହରାଇଥିବା ବେଳେ 9 ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଜଣେ ଶିଶୁ ରହିଥିବା ଜଣାପଡିଛି । ଆଫଗାନିସ୍ତାନ ସୁରକ୍ଷା ବଳ ସମସ୍ତ 4 ଆତଙ୍କୀକୁ ନିପାତ କରିବାରେ ସଫଳ ହୋଇଛନ୍ତି । ଆତଙ୍କୀ ସଙ୍ଗଠନ ଆଇଏସ୍‌ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଥିବା ବେଳେ ଭାରତ ପକ୍ଷରୁ ଆକ୍ରମଣକୁ ନିନ୍ଦା କରାଯାଇଛି । (ଏଜେନ୍ସି)

afghan
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପାର ସ୍ଥିତି

October 16, 2026

ଦୀପାବଳି ପୂର୍ବରୁ ମହିଳା ସଂରକ୍ଷଣ ଏବଂ ସୀମା ନିର୍ଦ୍ଧାରଣ ବିଲ୍!: ସରକାର ଡାକିବେ ସଂସଦୀୟ ଅଧିବେଶନ?

October 16, 2026
Latest News

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026

‘SSR କୁ ଓଲଟାଇଲେ RSS…’: ଇସିଆଇର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଅଖିଳେଶ ଯାଦବ

October 16, 2026

ଆଜି ମହଙ୍ଗା ହେଲା ସୁନା: ଜାଣନ୍ତୁ ରୂପାର ସ୍ଥିତି

October 16, 2026

ଦୀପାବଳି ପୂର୍ବରୁ ମହିଳା ସଂରକ୍ଷଣ ଏବଂ ସୀମା ନିର୍ଦ୍ଧାରଣ ବିଲ୍!: ସରକାର ଡାକିବେ ସଂସଦୀୟ ଅଧିବେଶନ?

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.