Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»କୋଭିଡ୍‌ 19 : କରୋନା କବଳରେ ବ୍ରିଟେନ୍‌ ଯୁବରାଜ
ଅନ୍ତରାଷ୍ଟ୍ରୀୟ

କୋଭିଡ୍‌ 19 : କରୋନା କବଳରେ ବ୍ରିଟେନ୍‌ ଯୁବରାଜ

March 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲଣ୍ଡନ : ସମଗ୍ର ବିଶ୍ବରେ ଏହାର ତାଣ୍ଡବ ମଚାଇଥିବା କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି ବ୍ରିଟେନ୍‌ର ଯୁବରାଜ ପ୍ରିନ୍‌ସ ଚାର୍ଲସ୍‌ । ବୁଧବାର ପ୍ରିନ୍‌ସ ଚାର୍ଲସ୍‌ଙ୍କ କରୋନା ସଙ୍କ୍ରମଣ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ବଙ୍କିଂହାମ୍ ପ୍ୟାଲେସ୍‌ ପକ୍ଷରୁ ସୂଚନା ଦିଆଯାଇଛି । ସମଗ୍ର ବିଶ୍ବରେ ବର୍ତ୍ତମାନ ସୁଦ୍ଧା କରୋନା ପ୍ରଭାବରେ 16 ହଜାର ପ୍ରାଣହାନି ଘଟିଥିବା ବେଳେ ଆଜି ପ୍ରିନ୍‌ସ ଚାର୍ଲସ୍‌ ସଙ୍କ୍ରମିତ ହୋଇଛନ୍ତି । ଏହି ସୂଚନା ମିଳିବା ପରେ ବ୍ରିଟେନ୍‌ ରାଜପ୍ରସାଦର ସମସ୍ତ କର୍ମଚାରୀଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଯାଇଛି । (ଏଜେନ୍ସି)

covid19 PRINCECHARLES
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.